ଘର ଭିତରୁ ମାଆ ଓ ପୁଅଙ୍କ ଝୁଲନ୍ତା ମୃତଦେହ ଠାବ

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅଇଠାଁପାଲି ଥାନା ଅନ୍ତର୍ଗତ ଟାଙ୍ଗରପାଲିରେ ଚଞ୍ଚଲ୍ୟକର ଘଟଣା ଘଟିଛି। ଘର ଭିତରୁ ମାଆ ଓ ପୁଅଙ୍କ ଝୁଲନ୍ତା ମୃତଦେହ ଠବ ହୋଇଛି। ପାରିପାର୍ଶ୍ବିକ ସ୍ଥିତିରୁ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦହ କରୁଛି। ଘର ଭିତରୁ ଦୁର୍ଗଦ୍ଧ ବାହାରିବାରୁ ପୁଲସକୁ ଖବର ଦେଇଥିଲେ ସ୍ଥାନୀୟଲୋକେ। ଖବର ପାଇ ଘଟଣା ସ୍ଥଳରେ ଅଇଠାଁପାଲି ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

21 Aug 2023 By The Sakala

ଘର ଭିତରୁ ମାଆ ଓ ପୁଅଙ୍କ ଝୁଲନ୍ତା ମୃତଦେହ ଠାବ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅଇଠାଁପାଲି ଥାନା ଅନ୍ତର୍ଗତ ଟାଙ୍ଗରପାଲିରେ ଚଞ୍ଚଲ୍ୟକର ଘଟଣା ଘଟିଛି। ଘର ଭିତରୁ ମାଆ ଓ ପୁଅଙ୍କ ଝୁଲନ୍ତା ମୃତଦେହ ଠବ ହୋଇଛି। ପାରିପାର୍ଶ୍ବିକ ସ୍ଥିତିରୁ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦହ କରୁଛି। ଘର ଭିତରୁ ଦୁର୍ଗଦ୍ଧ ବାହାରିବାରୁ ପୁଲସକୁ ଖବର ଦେଇଥିଲେ ସ୍ଥାନୀୟଲୋକେ। ଖବର ପାଇ ଘଟଣା ସ୍ଥଳରେ ଅଇଠାଁପାଲି ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର