ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ ଗେଟ୍

The Sakala Picture
Published On

ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୨ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୪ ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି। ବାମପଟର ୩ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଥିବାବେଳେ ଡାହଣ ପାର୍ଶ୍ବର ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି।  ଜଳଭଣ୍ଡାର ମଧ୍ୟକୁ ପ୍ରତି […]

ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୨ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୪ ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି। ବାମପଟର ୩ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଥିବାବେଳେ ଡାହଣ ପାର୍ଶ୍ବର ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି।  ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୭୧ ହଜାର ୩୪୩ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଛି।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

26 Sep 2024 By The Sakala

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ ଗେଟ୍

ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୨ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୪ ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି। ବାମପଟର ୩ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଥିବାବେଳେ ଡାହଣ ପାର୍ଶ୍ବର ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି।  ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୭୧ ହଜାର ୩୪୩ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର