ବନ୍ଦ ଘରୁ ମାଆଝିଅଙ୍କ ମୃତଦେହ ଉଦ୍ଧାର

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କିସିଣ୍ଡାରେ ଗୁରୁବାର ବନ୍ଦ ଘରୁ ମାଆଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ପାରିପାର୍ଶ୍ବିକ ସ୍ଥିତିରୁ ଉଭୟଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ସୁଜାତା ପଟେଲ ଓ ତାଙ୍କ ଝିଅ ଉତ୍କଳିକା । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନଠୁ ସ୍ବାମୀ କିଶୋର ପଟେଲ ବଡ଼ଝିଅ ଓ ବାପାମାଙ୍କୁ ନେଇ ସୁନ୍ଦରଗଡ଼ ଯାଇଥିଲେ। ସେଠାରେ ଏକ ବିବାହ ଉତ୍ସବରେ ଯୋଗଦେଇ ଆଜି ଫେରିଥିବା ବେଳେ, ବନ୍ଦ ଘରେ ମାଆ ଝିଅଙ୍କ ମୃତଦେହ ଦେଖି ପୁଲିସକୁ […]

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କିସିଣ୍ଡାରେ ଗୁରୁବାର ବନ୍ଦ ଘରୁ ମାଆଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ପାରିପାର୍ଶ୍ବିକ ସ୍ଥିତିରୁ ଉଭୟଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ସୁଜାତା ପଟେଲ ଓ ତାଙ୍କ ଝିଅ ଉତ୍କଳିକା ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

ସୂଚନା ଅନୁଯାୟୀ, ମଙ୍ଗଳବାର ଦିନଠୁ ସ୍ବାମୀ କିଶୋର ପଟେଲ ବଡ଼ଝିଅ ଓ ବାପାମାଙ୍କୁ ନେଇ ସୁନ୍ଦରଗଡ଼ ଯାଇଥିଲେ। ସେଠାରେ ଏକ ବିବାହ ଉତ୍ସବରେ ଯୋଗଦେଇ ଆଜି ଫେରିଥିବା ବେଳେ, ବନ୍ଦ ଘରେ ମାଆ ଝିଅଙ୍କ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। କିସିଣ୍ଡା ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତନାଘନା ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର