ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମା’ ସମଲେଇଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ୨୮ ଅଗଷ୍ଟରେ ଲାଗି ହେବ ନବାନ୍ନ

The Sakala Picture
Published On

ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ଯ କରାଯାଇଛି। ଆସନ୍ତା ୨୮ ତାରିଖରେ ଦିନ ୧୦ଟା ୩୩ରୁ ୧୦ଟା ୫୫ ସମୟ ଭିତରେ ମାଆ ସମଲେଶ୍ବରୀଙ୍କ ପାଖରେ ଲାଗି ହେବ ନବାନ୍ନ । ଏଥିପାଇଁ ଆଜି ସମ୍ବଲପୁରର ବସିଥିବା ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି । ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ପରେ ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାରେ ଲୋକମାନେ ନିଜ ନିଜର ଇଷ୍ଟ ଦେବୀଙ୍କ ନିକଟରେ ନବାନ୍ନ […]

ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ଯ କରାଯାଇଛି। ଆସନ୍ତା ୨୮ ତାରିଖରେ ଦିନ ୧୦ଟା ୩୩ରୁ ୧୦ଟା ୫୫ ସମୟ ଭିତରେ ମାଆ ସମଲେଶ୍ବରୀଙ୍କ ପାଖରେ ଲାଗି ହେବ ନବାନ୍ନ । ଏଥିପାଇଁ ଆଜି ସମ୍ବଲପୁରର ବସିଥିବା ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି ।

ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ପରେ ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାରେ ଲୋକମାନେ ନିଜ ନିଜର ଇଷ୍ଟ ଦେବୀଙ୍କ ନିକଟରେ ନବାନ୍ନ ଲାଗି କରିବେ । ନୂଆଁ ସରିଆ ଧାନରୁ ପ୍ରସ୍ତୁତ ଚୁଡା, ପିଠା, କ୍ଷୀରି ଓ ସାରୁପତ୍ର ଭଜା ଭୋଗ ଲାଗି କରାଯିବ । ଏହାପରେ ଜୁହାର ଭେଟ ଓ ସାସ୍କୃତିକ କାର୍ଯ୍ୟକ୍ରମ ନୂଆଁଖାଇ ଭେଟଘାଟ ଆରମ୍ଭ ହେବ ।

16 Aug 2025 By The Sakala

ମା’ ସମଲେଇଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ୨୮ ଅଗଷ୍ଟରେ ଲାଗି ହେବ ନବାନ୍ନ

ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ଯ କରାଯାଇଛି। ଆସନ୍ତା ୨୮ ତାରିଖରେ ଦିନ ୧୦ଟା ୩୩ରୁ ୧୦ଟା ୫୫ ସମୟ ଭିତରେ ମାଆ ସମଲେଶ୍ବରୀଙ୍କ ପାଖରେ ଲାଗି ହେବ ନବାନ୍ନ । ଏଥିପାଇଁ ଆଜି ସମ୍ବଲପୁରର ବସିଥିବା ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି ।

ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ପରେ ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାରେ ଲୋକମାନେ ନିଜ ନିଜର ଇଷ୍ଟ ଦେବୀଙ୍କ ନିକଟରେ ନବାନ୍ନ ଲାଗି କରିବେ । ନୂଆଁ ସରିଆ ଧାନରୁ ପ୍ରସ୍ତୁତ ଚୁଡା, ପିଠା, କ୍ଷୀରି ଓ ସାରୁପତ୍ର ଭଜା ଭୋଗ ଲାଗି କରାଯିବ । ଏହାପରେ ଜୁହାର ଭେଟ ଓ ସାସ୍କୃତିକ କାର୍ଯ୍ୟକ୍ରମ ନୂଆଁଖାଇ ଭେଟଘାଟ ଆରମ୍ଭ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର