ଏୟାରଲିଫ୍ଟ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ସ୍ୱତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ଅଣାଗଲା

The Sakala Picture
Published On

ସମ୍ବଲପୁର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଇଛି। ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଇ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ରାତି ପ୍ରାୟ ସାଢେ ୧୨ଟା ସମୟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର […]

ସମ୍ବଲପୁର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଇଛି। ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଇ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ରାତି ପ୍ରାୟ ସାଢେ ୧୨ଟା ସମୟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଡିହି ନିକଟରେ ଏକ ଟ୍ୟାଙ୍କର ତାଙ୍କ କାରକୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରେଢାଖୋଲ ଓ ପରେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସଓ ଓ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।

15 Mar 2024 By The Sakala

ଏୟାରଲିଫ୍ଟ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ସ୍ୱତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ଅଣାଗଲା

ସମ୍ବଲପୁର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଇଛି। ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଇ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ରାତି ପ୍ରାୟ ସାଢେ ୧୨ଟା ସମୟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଡିହି ନିକଟରେ ଏକ ଟ୍ୟାଙ୍କର ତାଙ୍କ କାରକୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରେଢାଖୋଲ ଓ ପରେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସଓ ଓ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର