ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିଲା ୨ଟି ଗେଟ୍

The Sakala Picture
Published On

ଭୁବନେଶ୍ବର: ଖୋଲିଲା ହୀରାକୁଦ ଡ୍ୟାମର ୨ଟି ଗେଟ।  ଦୁଇଟି ଗେଟ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସନ ହେଉଛି। ଧୀରେଧୀରେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ୨ଟି ଗେଟ ଖୋଲାଯାଇଛି। ପ୍ରତି ସେକେଣ୍ଡରେ ୭୩ ହଜାର ୩୦୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୮. ୨୩ ଫୁଟରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର