ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

The Sakala Picture
Published On

ପୁରୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବେଳାଭୂମିରେ ଏକ ସୁନ୍ଦର ଚିତ୍ର କରିବା ସହ ବାଲୁକାରେ ସୂର୍ଯ୍ୟ ନମସ୍କାରର ବିଭିନ୍ନ ମୁଦ୍ରାକୁ ସେ ନିଖୁଣ ଭାବେ ଦେଖାଇଛନ୍ତି । କରୋନା ମହାମାରୀ ସମୟରେ ଶରୀର ସୁସ୍ଥ ରହିବା ନିହାତି ଜରୁରୀ । ଏଣୁ ସମସ୍ତେ ଯୋଗ କରିବା ସହ ଅନ୍ୟ ମାନଙ୍କୁ ଉତ୍ସାହିତ କରିବାକୁ ସୁଦର୍ଶନ […]

ପୁରୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବେଳାଭୂମିରେ ଏକ ସୁନ୍ଦର ଚିତ୍ର କରିବା ସହ ବାଲୁକାରେ ସୂର୍ଯ୍ୟ ନମସ୍କାରର ବିଭିନ୍ନ ମୁଦ୍ରାକୁ ସେ ନିଖୁଣ ଭାବେ ଦେଖାଇଛନ୍ତି । କରୋନା ମହାମାରୀ ସମୟରେ ଶରୀର ସୁସ୍ଥ ରହିବା ନିହାତି ଜରୁରୀ । ଏଣୁ ସମସ୍ତେ ଯୋଗ କରିବା ସହ ଅନ୍ୟ ମାନଙ୍କୁ ଉତ୍ସାହିତ କରିବାକୁ ସୁଦର୍ଶନ ନିବେଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

21 Jun 2021 By The Sakala

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବେଳାଭୂମିରେ ଏକ ସୁନ୍ଦର ଚିତ୍ର କରିବା ସହ ବାଲୁକାରେ ସୂର୍ଯ୍ୟ ନମସ୍କାରର ବିଭିନ୍ନ ମୁଦ୍ରାକୁ ସେ ନିଖୁଣ ଭାବେ ଦେଖାଇଛନ୍ତି । କରୋନା ମହାମାରୀ ସମୟରେ ଶରୀର ସୁସ୍ଥ ରହିବା ନିହାତି ଜରୁରୀ । ଏଣୁ ସମସ୍ତେ ଯୋଗ କରିବା ସହ ଅନ୍ୟ ମାନଙ୍କୁ ଉତ୍ସାହିତ କରିବାକୁ ସୁଦର୍ଶନ ନିବେଦନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର