ବାଲୁକା କଳାରେ ଇସ୍ରୋକୁ ଶୁଭକାମନା ଜଣାଇଲେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ପୁରୀ: ଭାରତର ମହତ୍ତ୍ବାକାଂକ୍ଷୀ ଚନ୍ଦ୍ର ଅଭିଯାନ ଉପରେ ସାରା ବିଶ୍ବର ନଜର ରହିଛି। ଆଜି ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଏଥିପାଇଁ ବାଲୁକା କଳାରେ ଇସ୍ରୋକୁ ଶୁଭକାମନା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ALL THE BEST 🇮🇳 #Chandrayan3 My students created a sand art on #Chandrayaan 3 with the message "Jai Ho @isro , at Puri beach in Odisha. pic.twitter.com/SDbL8kpbEt […]
ପୁରୀ: ଭାରତର ମହତ୍ତ୍ବାକାଂକ୍ଷୀ ଚନ୍ଦ୍ର ଅଭିଯାନ ଉପରେ ସାରା ବିଶ୍ବର ନଜର ରହିଛି। ଆଜି ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଏଥିପାଇଁ ବାଲୁକା କଳାରେ ଇସ୍ରୋକୁ ଶୁଭକାମନା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।
ALL THE BEST 🇮🇳 #Chandrayan3
My students created a sand art on #Chandrayaan 3 with the message "Jai Ho @isro , at Puri beach in Odisha. pic.twitter.com/SDbL8kpbEt— Sudarsan Pattnaik (@sudarsansand) August 22, 2023
ଚନ୍ଦ୍ରଯାନ ୩କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ । ପୁରୀ ନିଳାଦ୍ରୀ ବେଳାଭୂମିରେ ପ୍ରାୟ ୧୦ଟନ୍ ବାଲିରେ ୧୫ ଫୁଟ୍ ଲମ୍ବ ଓ ୧୦ ଫୁଟ ଉଚ୍ଚତାର ଆକର୍ଷଣୀୟ ବାଲୁକାକୃତି ସେ ନିର୍ମାଣ କରିଛନ୍ତି । ଏଥିରେ ଚନ୍ଦ୍ରାୟନ-୩ କକ୍ଷ ପଥ ଅତିକ୍ରମ କରି କିଭଳି ଚନ୍ଦ୍ରରେ ଅବତରଣ କରିବ ତାହାର ନିଖୁଣ ଭାବେ ପ୍ରଦର୍ଶିତ କରାଯାଇଛି।