ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ହେଲେ ସଂଜୟ ସିଂହ, ଯାମିନୀ ଷଡ଼ଙ୍ଗୀଙ୍କୁ ସାଧାରଣ ପ୍ରଶାସନ ବିଭାଗ ଓଏସଡି ଦାୟିତ୍ବ

The Sakala Picture
Published On

ଭୁବନେଶ୍ବର : ବିଏମସି କମିଶନର ଥିବା ସଂଜୟ ସିଂହଙ୍କୁ ନୂଆ ନିଯୁକ୍ତି ଦେଲେ ସରକାର । ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ହେଲେ ସଂଜୟ ସିଂହ । ବିଡିଏ ଭିସି ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲି. ସିଏମଡି ଦାୟିତ୍ୱରେ ବି ରହିବେ । ଓଡିଶା ଔଷଧ ନିଗମ ଏମଡି ଯାମିନୀ ଷଡଙ୍ଗୀଙ୍କୁ ଡିଏ ବିଭାଗ ଓଏମଡି ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ ରାଜ୍ୟ ସରକାର ଗତକାଲି ଗଂଜାମ ଜିଲ୍ଲାପାଳ ଥିବା ବିଜୟ ଅମୃତ କୁଲାଙ୍ଗେଙ୍କୁ […]

ଭୁବନେଶ୍ବର : ବିଏମସି କମିଶନର ଥିବା ସଂଜୟ ସିଂହଙ୍କୁ ନୂଆ ନିଯୁକ୍ତି ଦେଲେ ସରକାର । ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ହେଲେ ସଂଜୟ ସିଂହ । ବିଡିଏ ଭିସି ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲି. ସିଏମଡି ଦାୟିତ୍ୱରେ ବି ରହିବେ । ଓଡିଶା ଔଷଧ ନିଗମ ଏମଡି ଯାମିନୀ ଷଡଙ୍ଗୀଙ୍କୁ ଡିଏ ବିଭାଗ ଓଏମଡି ଦାୟିତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଇନଷ୍ଟାଗ୍ରାମରେ ବନ୍ଧୁ ହେବା ସାଜିଲା କାଳ: ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ବ୍ଲାକମେଲ୍ ଅଭିଯୋଗ

ସୂଚନାଯୋଗ୍ୟ ରାଜ୍ୟ ସରକାର ଗତକାଲି ଗଂଜାମ ଜିଲ୍ଲାପାଳ ଥିବା ବିଜୟ ଅମୃତ କୁଲାଙ୍ଗେଙ୍କୁ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ରେ କମିସନର ଭାବେ ନିଯୁକ୍ତି ଦେବା ପରେ ଏଠାରୁ ବରିଷ୍ଠ ଆଇଏଏସ୍ ଅଧିକାରୀ ସଂଜୟ ସିଂହଙ୍କର ବଦଳି କରିଛନ୍ତି । ସଂଜୟ ସିଂହଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ସଚିବ ପଦବିରେ ଅବସ୍ଥାପିତ କରାଯାଇଛି। ଏଥି ସହିତ ସେ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ରେ ଉପଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।

ଆହୁରି ପଢ଼ନ୍ତୁ: ରାଜଧାନୀ ଅପହରଣ ଉଦ୍ୟମ: ମୁଣ୍ଡ ଜାମିନ ରଖି ଟଙ୍କା ମାଗୁଥିଲେ, ୫ଦୁର୍ବୃତ୍ତ ଥାନାରେ ଅଟକ

ସେହିପରି ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି ) ଯାମିନୀ ଷଡ଼ଙ୍ଗୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗରେ ଓଏସ୍‌ଡି ଦାୟିତ୍ବ ଦେଇଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଏହା କୁହାଯାଇଛି।

ଆହୁରି ପଢ଼ନ୍ତୁ: ରକ୍ତ ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ହାଣିଲେ ଦୁଇ ପୁଅ

17 Jun 2022 By The Sakala

ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ହେଲେ ସଂଜୟ ସିଂହ, ଯାମିନୀ ଷଡ଼ଙ୍ଗୀଙ୍କୁ ସାଧାରଣ ପ୍ରଶାସନ ବିଭାଗ ଓଏସଡି ଦାୟିତ୍ବ

ଭୁବନେଶ୍ବର : ବିଏମସି କମିଶନର ଥିବା ସଂଜୟ ସିଂହଙ୍କୁ ନୂଆ ନିଯୁକ୍ତି ଦେଲେ ସରକାର । ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ହେଲେ ସଂଜୟ ସିଂହ । ବିଡିଏ ଭିସି ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲି. ସିଏମଡି ଦାୟିତ୍ୱରେ ବି ରହିବେ । ଓଡିଶା ଔଷଧ ନିଗମ ଏମଡି ଯାମିନୀ ଷଡଙ୍ଗୀଙ୍କୁ ଡିଏ ବିଭାଗ ଓଏମଡି ଦାୟିତ୍ୱ ଦିଆଯାଇଛି।

ସୂଚନାଯୋଗ୍ୟ ରାଜ୍ୟ ସରକାର ଗତକାଲି ଗଂଜାମ ଜିଲ୍ଲାପାଳ ଥିବା ବିଜୟ ଅମୃତ କୁଲାଙ୍ଗେଙ୍କୁ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ରେ କମିସନର ଭାବେ ନିଯୁକ୍ତି ଦେବା ପରେ ଏଠାରୁ ବରିଷ୍ଠ ଆଇଏଏସ୍ ଅଧିକାରୀ ସଂଜୟ ସିଂହଙ୍କର ବଦଳି କରିଛନ୍ତି । ସଂଜୟ ସିଂହଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ସଚିବ ପଦବିରେ ଅବସ୍ଥାପିତ କରାଯାଇଛି। ଏଥି ସହିତ ସେ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ରେ ଉପଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।

ସେହିପରି ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି ) ଯାମିନୀ ଷଡ଼ଙ୍ଗୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗରେ ଓଏସ୍‌ଡି ଦାୟିତ୍ବ ଦେଇଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଏହା କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର