ଦଳରେ ଥାଇ ଦଳକୁ ବ୍ଲାକମେଲ କରୁଛନ୍ତି ସୌମ୍ୟ ପଟ୍ଟନାୟକ: ଅତନୁ ସବ୍ୟସାଚି

The Sakala Picture
Published On

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ । କହିଲେ ଦଳରେ ଥାଇ ଦଳକୁ ବ୍ଲାକମେଲ କରୁଛନ୍ତି ସୌମ୍ୟ ପଟ୍ଟନାୟକ । ସେ ଆହୁରି ମଧ୍ୟ କହିଛନ୍ତି କି, ସୌମ୍ୟ ବାବୁ କ’ଣ, କେତେ ଥର ଦଳ ପରିବର୍ତ୍ତନ କରି ଏଠିକି ଆସିଛନ୍ତି ତାହା ସମସ୍ତେ ଜାଣିଛନ୍ତି । ବିଗତ ଦିନରେ ମଧ୍ୟ ସେ ବ୍ଲାକମେଲ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ରାଜ୍ୟ ଗସ୍ତ କରି […]

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ । କହିଲେ ଦଳରେ ଥାଇ ଦଳକୁ ବ୍ଲାକମେଲ କରୁଛନ୍ତି ସୌମ୍ୟ ପଟ୍ଟନାୟକ । ସେ ଆହୁରି ମଧ୍ୟ କହିଛନ୍ତି କି, ସୌମ୍ୟ ବାବୁ କ’ଣ, କେତେ ଥର ଦଳ ପରିବର୍ତ୍ତନ କରି ଏଠିକି ଆସିଛନ୍ତି ତାହା ସମସ୍ତେ ଜାଣିଛନ୍ତି । ବିଗତ ଦିନରେ ମଧ୍ୟ ସେ ବ୍ଲାକମେଲ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ରାଜ୍ୟ ଗସ୍ତ କରି ଲୋକଙ୍କ ପାଖକୁ ଯାଇ ଅଭିଯୋଗ ଆଣିଲେ ‘ସେଥିରେ ସୌମ୍ୟ ବାବୁଙ୍କ ଅସୁବିଧା କେଉଁଠି ରହିଲା’ । ବ୍ଲାକମେଲ କରିବା କିମ୍ବା ରାଜନୈତିକ ସଂକୀର୍ଣ୍ଣତାକୁ ନେଇ ଚାଲିବା ଠିକ ନୁହେଁ ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

‘ଦଳକୁ, ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଟାର୍ଗେଟ୍‌ କରି ବାରମ୍ବାର ଲେଖୁଛନ୍ତି ସୌମ୍ୟ ବାବୁ । ଏହା ଆଦୌ ଗ୍ରହଣୀୟ ନୁହେଁ କହିଲେ ଅତନୁ ସବ୍ୟସାଚୀ । ସୌମ୍ୟ ବାବୁ ଜାଣିବା ଆବଶ୍ୟକ ଦଳରେ ରହି ଦଳ ବିରୋଧରେ କାର୍ଯ୍ୟ କଲେ ଆଗକୁ ବଢିପାରିବେ କି ? ସୌମ୍ୟ ବାବୁ ଯେଉଁ ପ୍ରଶ୍ନ କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ତ ଉତ୍ତର ଦେଇପାରିବ ନାହିଁ । ଗୋଟେ ପଥରକୁ ଢେଲା ମାରିଲେ ସେହି ପଥର ପ୍ରତିଫଳିତ ହୋଇ ନିଜ ଆଡକୁ ଆସିବ । ଦଳରେ ରହିକି ଦଳ ବିରୋଧି ମନ୍ତବ୍ୟ ଦେବା, ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି ଲେଖିବା ଏହା ଗ୍ରହଣୀୟ ନୁହେଁ । ଏହା ଦଳ ବିରୋଧୀ କାର୍ଯ୍ୟ କିନ୍ତୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ହେବ ନା ନାହିଁ ତାହା ଦଳର ସଭାପତି ନିଷ୍ପତି ନେବେ ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

08 Sep 2023 By The Sakala

ଦଳରେ ଥାଇ ଦଳକୁ ବ୍ଲାକମେଲ କରୁଛନ୍ତି ସୌମ୍ୟ ପଟ୍ଟନାୟକ: ଅତନୁ ସବ୍ୟସାଚି

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ । କହିଲେ ଦଳରେ ଥାଇ ଦଳକୁ ବ୍ଲାକମେଲ କରୁଛନ୍ତି ସୌମ୍ୟ ପଟ୍ଟନାୟକ । ସେ ଆହୁରି ମଧ୍ୟ କହିଛନ୍ତି କି, ସୌମ୍ୟ ବାବୁ କ’ଣ, କେତେ ଥର ଦଳ ପରିବର୍ତ୍ତନ କରି ଏଠିକି ଆସିଛନ୍ତି ତାହା ସମସ୍ତେ ଜାଣିଛନ୍ତି । ବିଗତ ଦିନରେ ମଧ୍ୟ ସେ ବ୍ଲାକମେଲ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ରାଜ୍ୟ ଗସ୍ତ କରି ଲୋକଙ୍କ ପାଖକୁ ଯାଇ ଅଭିଯୋଗ ଆଣିଲେ ‘ସେଥିରେ ସୌମ୍ୟ ବାବୁଙ୍କ ଅସୁବିଧା କେଉଁଠି ରହିଲା’ । ବ୍ଲାକମେଲ କରିବା କିମ୍ବା ରାଜନୈତିକ ସଂକୀର୍ଣ୍ଣତାକୁ ନେଇ ଚାଲିବା ଠିକ ନୁହେଁ ।

‘ଦଳକୁ, ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଟାର୍ଗେଟ୍‌ କରି ବାରମ୍ବାର ଲେଖୁଛନ୍ତି ସୌମ୍ୟ ବାବୁ । ଏହା ଆଦୌ ଗ୍ରହଣୀୟ ନୁହେଁ କହିଲେ ଅତନୁ ସବ୍ୟସାଚୀ । ସୌମ୍ୟ ବାବୁ ଜାଣିବା ଆବଶ୍ୟକ ଦଳରେ ରହି ଦଳ ବିରୋଧରେ କାର୍ଯ୍ୟ କଲେ ଆଗକୁ ବଢିପାରିବେ କି ? ସୌମ୍ୟ ବାବୁ ଯେଉଁ ପ୍ରଶ୍ନ କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ତ ଉତ୍ତର ଦେଇପାରିବ ନାହିଁ । ଗୋଟେ ପଥରକୁ ଢେଲା ମାରିଲେ ସେହି ପଥର ପ୍ରତିଫଳିତ ହୋଇ ନିଜ ଆଡକୁ ଆସିବ । ଦଳରେ ରହିକି ଦଳ ବିରୋଧି ମନ୍ତବ୍ୟ ଦେବା, ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି ଲେଖିବା ଏହା ଗ୍ରହଣୀୟ ନୁହେଁ । ଏହା ଦଳ ବିରୋଧୀ କାର୍ଯ୍ୟ କିନ୍ତୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ହେବ ନା ନାହିଁ ତାହା ଦଳର ସଭାପତି ନିଷ୍ପତି ନେବେ ।

https://www.thesakala.in/latest-odisha-news/saumya-pattanayak-is-blackmailing-the-party-while-being-in-the-party-atanu-sabyasach/article-25240
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର