ଜଷ୍ଟିସ୍ ଚକ୍ରଧାରୀ ଶରନ ସିଂ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌ ହୋଇଛି। ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌ କରିଛି କଲେଜିୟମ୍‌ । ପାଟ୍‌ନା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ପଦବୀ ଖାଲି ପଡ଼ିଥିଲା । ସୁପ୍ରିମକୋର୍ଟ କଲେଜିୟମ ଏ ନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟକୁ ସୁପାରିଶ କରିଛନ୍ତି। ଜଷ୍ଟିସ ସୁଭାଶିଷ ତଳପାତ୍ର ମୁଖ୍ୟ ବିଚାରପତି ଭାବେ ଅବସର […]

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌ ହୋଇଛି। ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌ କରିଛି କଲେଜିୟମ୍‌ । ପାଟ୍‌ନା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ପଦବୀ ଖାଲି ପଡ଼ିଥିଲା ।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

ସୁପ୍ରିମକୋର୍ଟ କଲେଜିୟମ ଏ ନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟକୁ ସୁପାରିଶ କରିଛନ୍ତି। ଜଷ୍ଟିସ ସୁଭାଶିଷ ତଳପାତ୍ର ମୁଖ୍ୟ ବିଚାରପତି ଭାବେ ଅବସର ନେବା ପରେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାମଚଳା ମୁଖ୍ୟ ବିଚାରପତି ଅଛନ୍ତି।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

02 Nov 2023 By The Sakala

ଜଷ୍ଟିସ୍ ଚକ୍ରଧାରୀ ଶରନ ସିଂ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌ ହୋଇଛି। ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌ କରିଛି କଲେଜିୟମ୍‌ । ପାଟ୍‌ନା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ପଦବୀ ଖାଲି ପଡ଼ିଥିଲା ।

ସୁପ୍ରିମକୋର୍ଟ କଲେଜିୟମ ଏ ନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟକୁ ସୁପାରିଶ କରିଛନ୍ତି। ଜଷ୍ଟିସ ସୁଭାଶିଷ ତଳପାତ୍ର ମୁଖ୍ୟ ବିଚାରପତି ଭାବେ ଅବସର ନେବା ପରେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାମଚଳା ମୁଖ୍ୟ ବିଚାରପତି ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର