ମହମ୍ମଦ ମୋକିମଙ୍କୁ ଆଶ୍ବସ୍ତି, ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

The Sakala Picture
Published On

କଟକ: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ। ଖବର ଅନୁଯାୟୀ, ୨୦୧୯ ନିର୍ବାଚନ ସମୟରେ ମହମ୍ମଦ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ […]

କଟକ: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଖବର ଅନୁଯାୟୀ, ୨୦୧୯ ନିର୍ବାଚନ ସମୟରେ ମହମ୍ମଦ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ମହମ୍ମଦ  ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ। ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

18 Mar 2024 By The Sakala

ମହମ୍ମଦ ମୋକିମଙ୍କୁ ଆଶ୍ବସ୍ତି, ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

କଟକ: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ।

ଖବର ଅନୁଯାୟୀ, ୨୦୧୯ ନିର୍ବାଚନ ସମୟରେ ମହମ୍ମଦ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ମହମ୍ମଦ  ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ। ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଥିଲା।

https://www.thesakala.in/latest-odisha-news/sc-relief-for-odisha-congress-mla-mohammed-moquim-in-election-annulment-case/article-30766
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର