ଆଗାମୀ 24ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା
ସକ୍ରିୟ ଘୁର୍ଣ୍ଣି ବଳୟ ପ୍ରଭାବରେ ଆଗାମୀ 24ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ରହିବ ପ୍ରଭାବ ।ପଶ୍ଚିମ ଓଡ଼ିଶାର 4 ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ଚେତାବନୀ । ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ 7 ରୁ 20 ସେମି ଯାଏଁ ବର୍ଷା ସମ୍ଭାବନା । ପାରାଦ୍ୱୀପ ରାଡାର ରୁ ମିଳୁଥିବା ତଥ୍ୟ ଅନୁଯାୟୀ, […]
ସକ୍ରିୟ ଘୁର୍ଣ୍ଣି ବଳୟ ପ୍ରଭାବରେ ଆଗାମୀ 24ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ରହିବ ପ୍ରଭାବ ।ପଶ୍ଚିମ ଓଡ଼ିଶାର 4 ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ଚେତାବନୀ । ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ 7 ରୁ 20 ସେମି ଯାଏଁ ବର୍ଷା ସମ୍ଭାବନା । ପାରାଦ୍ୱୀପ ରାଡାର ରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି