କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ଅନ୍ୟାଦେଶ ଯାଏ ବନ୍ଦ

The Sakala Picture
Published On

କଟକ: କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ବନ୍ଦ କରାଯିବ। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ କଲେଜ କର୍ତ୍ତୃପକ୍ଷ ଏକ ନୋଟିସ୍ ଜାରି କରିଛନ୍ତି । କଟକରୁ ଆଜି ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ହେବ କଟକରେ ସଂକ୍ରମିତଙ୍କ ସଂଖ୍ୟା […]

କଟକ: କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ବନ୍ଦ କରାଯିବ। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ କଲେଜ କର୍ତ୍ତୃପକ୍ଷ ଏକ ନୋଟିସ୍ ଜାରି କରିଛନ୍ତି । କଟକରୁ ଆଜି ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ହେବ କଟକରେ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ି ଚାଲିଛି ।

ଆହୁରି ପଢ଼ନ୍ତୁ: ମେଟ୍ରୋ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି

10 Apr 2021 By The Sakala

କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ଅନ୍ୟାଦେଶ ଯାଏ ବନ୍ଦ

କଟକ: କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ଏସସିବି ମେଡିକାଲ ନର୍ସିଂ କଲେଜ ବନ୍ଦ କରାଯିବ। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ କଲେଜ କର୍ତ୍ତୃପକ୍ଷ ଏକ ନୋଟିସ୍ ଜାରି କରିଛନ୍ତି । କଟକରୁ ଆଜି ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ହେବ କଟକରେ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ି ଚାଲିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର