୭୧ ହଜାର ୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି, ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହ ସ୍କୁଲକୁ କରାଯିବ ପୁରସ୍କୃତ

The Sakala Picture
Published On

ଭୁବନେଶ୍ୱର: ୨୦୨୩-୨୪ରେ ଶିକ୍ଷା ବିଭାଗକୁ ୨୨ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକି ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ ରହିଛି । ଏନେଇ ଗଣଶିକ୍ଷା ବିଭାଗ ପ୍ରେସମିଟ୍‌ କରି ସୂଚନା ଦେଇଛି । ଗଣ ଶିକ୍ଷା ବିଭାଗରେ ୫୧ ହଜାର ୫୩୫ଟି ପଦବୀ ସୃଷ୍ଟି ହୋଇଛି । ୫ ଜିଲ୍ଲାର ୨୨୧ ବହୁଭାଷୀ ଶିକ୍ଷକଙ୍କ ଦରମା ୫ହଜାର ୩୭୯କୁ ବୃଦ୍ଧି ପାଇଛି । ୧୯୨୦ ପ୍ରଶିକ୍ଷକ ଓ ପ୍ରଶିକ୍ଷକାଙ୍କ ମାସିକ ପାରିତୋଷିକ ବଢ଼ାଯାଇଛି । […]

ଭୁବନେଶ୍ୱର: ୨୦୨୩-୨୪ରେ ଶିକ୍ଷା ବିଭାଗକୁ ୨୨ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକି ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ ରହିଛି । ଏନେଇ ଗଣଶିକ୍ଷା ବିଭାଗ ପ୍ରେସମିଟ୍‌ କରି ସୂଚନା ଦେଇଛି । ଗଣ ଶିକ୍ଷା ବିଭାଗରେ ୫୧ ହଜାର ୫୩୫ଟି ପଦବୀ ସୃଷ୍ଟି ହୋଇଛି । ୫ ଜିଲ୍ଲାର ୨୨୧ ବହୁଭାଷୀ ଶିକ୍ଷକଙ୍କ ଦରମା ୫ହଜାର ୩୭୯କୁ ବୃଦ୍ଧି ପାଇଛି । ୧୯୨୦ ପ୍ରଶିକ୍ଷକ ଓ ପ୍ରଶିକ୍ଷକାଙ୍କ ମାସିକ ପାରିତୋଷିକ ବଢ଼ାଯାଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୭ ଛାତ୍ରାବାସ ପ୍ରତିଷ୍ଠା ପାଇଁ ଅର୍ଥ ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

୭୧ ହଜାର ୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି। ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହ ସ୍କୁଲକୁ ମଧ୍ୟ ପୁରସ୍କୃତ କରାଯିବ । ଗ୍ରାମ ପଞ୍ଚାୟତ, ଏସଏଚଜିଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ଛାତ୍ରଛାତ୍ରୀଙ୍କୁ ସାଇକେଲ ପାଇଁ ଦିଆଯିବ ସାଢ଼େ ୩ ହଜାର ଟଙ୍କା । ସ୍କୁଲ ୟୁନିଫର୍ମ ପାଇଁ ୬୦୦ ପରିବର୍ତ୍ତେ ଦିଆଯିବ ୧ ହଜାର ଟଙ୍କା । ଶିଶୁଲେଖା ପାଇଁ ଆର୍ଥିକ ବ୍ୟବସ୍ଥା କରାଯାଇଛି। ଛାତ୍ରଛାତ୍ରୀଙ୍କୁ ନୋଟବୁକ୍ ସହ ଡାଏରୀ ଦିଆଯିବା ସହ ନବନିଯୁକ୍ତ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

13 Mar 2023 By The Sakala

୭୧ ହଜାର ୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି, ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହ ସ୍କୁଲକୁ କରାଯିବ ପୁରସ୍କୃତ

ଭୁବନେଶ୍ୱର: ୨୦୨୩-୨୪ରେ ଶିକ୍ଷା ବିଭାଗକୁ ୨୨ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକି ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ ରହିଛି । ଏନେଇ ଗଣଶିକ୍ଷା ବିଭାଗ ପ୍ରେସମିଟ୍‌ କରି ସୂଚନା ଦେଇଛି । ଗଣ ଶିକ୍ଷା ବିଭାଗରେ ୫୧ ହଜାର ୫୩୫ଟି ପଦବୀ ସୃଷ୍ଟି ହୋଇଛି । ୫ ଜିଲ୍ଲାର ୨୨୧ ବହୁଭାଷୀ ଶିକ୍ଷକଙ୍କ ଦରମା ୫ହଜାର ୩୭୯କୁ ବୃଦ୍ଧି ପାଇଛି । ୧୯୨୦ ପ୍ରଶିକ୍ଷକ ଓ ପ୍ରଶିକ୍ଷକାଙ୍କ ମାସିକ ପାରିତୋଷିକ ବଢ଼ାଯାଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୭ ଛାତ୍ରାବାସ ପ୍ରତିଷ୍ଠା ପାଇଁ ଅର୍ଥ ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା ଦିଆଯାଇଛି।

୭୧ ହଜାର ୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି। ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହ ସ୍କୁଲକୁ ମଧ୍ୟ ପୁରସ୍କୃତ କରାଯିବ । ଗ୍ରାମ ପଞ୍ଚାୟତ, ଏସଏଚଜିଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ଛାତ୍ରଛାତ୍ରୀଙ୍କୁ ସାଇକେଲ ପାଇଁ ଦିଆଯିବ ସାଢ଼େ ୩ ହଜାର ଟଙ୍କା । ସ୍କୁଲ ୟୁନିଫର୍ମ ପାଇଁ ୬୦୦ ପରିବର୍ତ୍ତେ ଦିଆଯିବ ୧ ହଜାର ଟଙ୍କା । ଶିଶୁଲେଖା ପାଇଁ ଆର୍ଥିକ ବ୍ୟବସ୍ଥା କରାଯାଇଛି। ଛାତ୍ରଛାତ୍ରୀଙ୍କୁ ନୋଟବୁକ୍ ସହ ଡାଏରୀ ଦିଆଯିବା ସହ ନବନିଯୁକ୍ତ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

https://www.thesakala.in/latest-odisha-news/scholarships-will-be-given-to-71618-students-schools-along-with-teachers-and-students-will-be-awarded/article-19770
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର