ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ SRC । ଉକ୍ତ ୧୪ ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା , ନୟାଗଡ଼ ଓ କଟକରେ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି।
ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା