ବର୍ଷା ପାଇଁ ୧୨ଟି ଜିଲ୍ଲାରେ ୨ଦିନ ସ୍କୁଲ ଛୁଟି ଘୋଷଣା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଝଡି ବର୍ଷା।  ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରେଡ୍ ଆଲର୍ଟ ଜାରି ହୋଇଥିବା ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ସରକାର। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସ୍କୁଲ ଛୁଟି ଘୋଷଣା ହୋଇଥିବା ଜିଲ୍ଲାଗୁଡିକ ହେଲା -ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ,ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ସୋନପୁର ଓ ବରଗଡ । ଆଜି ଓ […]

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଝଡି ବର୍ଷା।  ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରେଡ୍ ଆଲର୍ଟ ଜାରି ହୋଇଥିବା ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ସରକାର। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; କଣ୍ଟେନର ଧକ୍କାରେ ତିନି ବାଇକ ଆରୋହୀ ମୃତ

ସ୍କୁଲ ଛୁଟି ଘୋଷଣା ହୋଇଥିବା ଜିଲ୍ଲାଗୁଡିକ ହେଲା -ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ,ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ସୋନପୁର ଓ ବରଗଡ । ଆଜି ଓ ଆସନ୍ତାକାଲି ଏସବୁ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ।

ଆହୁରି ପଢ଼ନ୍ତୁ: ନୋଜ୍-ହ୍ୱିଲରେ ତ୍ରୁଟି ଯୋଗୁଁ ଫୁକେଟ୍ ବିମାନବନ୍ଦରରେ ହାର୍ଡ ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ଏବେ ରାଜ୍ୟରେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଚାଲିଛି । ବର୍ଷା ଯୋଗୁ ଏହି ସବୁ ଅଂଚଳରେ ଦୁଇ ଦିନ ସ୍କୁଲ ବନ୍ଦ କରାଯିବ।

ଆହୁରି ପଢ଼ନ୍ତୁ: ସାମ୍ବାଦିକତାରୁ ମାଓନେତ୍ରୀ : ୩୨ ସହଯୋଗୀଙ୍କ ସହ ଆତ୍ମସମର୍ପଣ କଲେ ଦୁର୍ଦାନ୍ତ ମାଓନେତ୍ରୀ ଚାଲାସାନି ନଭତା

13 Sep 2021 By The Sakala

ବର୍ଷା ପାଇଁ ୧୨ଟି ଜିଲ୍ଲାରେ ୨ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଝଡି ବର୍ଷା।  ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରେଡ୍ ଆଲର୍ଟ ଜାରି ହୋଇଥିବା ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ସରକାର। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ସ୍କୁଲ ଛୁଟି ଘୋଷଣା ହୋଇଥିବା ଜିଲ୍ଲାଗୁଡିକ ହେଲା -ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ,ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ସୋନପୁର ଓ ବରଗଡ । ଆଜି ଓ ଆସନ୍ତାକାଲି ଏସବୁ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ।

ଏବେ ରାଜ୍ୟରେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଚାଲିଛି । ବର୍ଷା ଯୋଗୁ ଏହି ସବୁ ଅଂଚଳରେ ଦୁଇ ଦିନ ସ୍କୁଲ ବନ୍ଦ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର