ଆଜିଠାରୁ ଭୁବନେଶ୍ବରରୁ ଜୟପୁରକୁ ଉଡ଼ିଲା ଦ୍ବିତୀୟ ବିମାନ

The Sakala Picture
Published On

କୋରାପୁଟ : ଆଜି ଉଡିବ ଭୁବନେଶ୍ବର-ଜୟପୁର ଦ୍ବିତୀୟ ବିମାନ । ସପ୍ତାହକୁ ସୋମବାର ଓ ଶୁକ୍ରବାର ସେବା ଯୋଗାଇବ ଇଣ୍ଡିଆ ଓ୍ବାନ୍ । ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର । ଏହି ବିମାନ ସେବା ପର୍ଯ୍ୟଟନ କ୍ଷେତ୍ରର ବିକାଶ କରିବା ସହ ଲୋକଙ୍କ ଅର୍ଥନୈତିକ ବିକାଶ ଦିଗରେ ସହାୟକ ହେବ । ଗତ ବର୍ଷ ଭୁବନେଶ୍ବର-ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିବା ବେଳେ ଏବେ ଦ୍ବିତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି […]

କୋରାପୁଟ : ଆଜି ଉଡିବ ଭୁବନେଶ୍ବର-ଜୟପୁର ଦ୍ବିତୀୟ ବିମାନ । ସପ୍ତାହକୁ ସୋମବାର ଓ ଶୁକ୍ରବାର ସେବା ଯୋଗାଇବ ଇଣ୍ଡିଆ ଓ୍ବାନ୍ । ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର । ଏହି ବିମାନ ସେବା ପର୍ଯ୍ୟଟନ କ୍ଷେତ୍ରର ବିକାଶ କରିବା ସହ ଲୋକଙ୍କ ଅର୍ଥନୈତିକ ବିକାଶ ଦିଗରେ ସହାୟକ ହେବ । ଗତ ବର୍ଷ ଭୁବନେଶ୍ବର-ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିବା ବେଳେ ଏବେ ଦ୍ବିତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ବିମାନଟି  ଭୁବନେଶ୍ବର ବିମାନବନ୍ଦରରୁ ସକାଳ ୭ଟା ୧୦ରେ ଉଡାଣ ଭରିବ । ଜୟପୁର ବିମାନବନ୍ଦରରେ ସକାଳ ୮ଟା ୪୫ରେ ଅବତରଣ କରିବ ।

ଆହୁରି ପଢ଼ନ୍ତୁ: ନବୀନଙ୍କୁ ଭେଟିଲେ ସ୍ୱର୍ଣ୍ଣପଦକ ବିଜେତା ଜିତେନ୍ଦ୍ର କୁମାର

ସେହିପରି ଜୟପୁରରୁ ସକାଳ ୯ଟାରେ ବାହାରି ଭୁବନେଶ୍ବରରେ ୧୦ଟା ୩୫ରେ ପହଞ୍ଚିବ । ଏହି ବିମାନରେ ୯ ଜଣ ଯାତ୍ରୀ ଯାତ୍ରା କରିବା ପାଇଁ ବ୍ୟବସ୍ଥା ରହିଛି । ଜୟପୁରକୁ ଗୋଟିଏ ବିମାନ କମ୍ ପଡୁଥିବାର ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗ୍ରସ୍ତ ସମୟରେ ଆଉ ଏକ ବିମାନ ଚଳାଇବାକୁ ଅନୁରୋଧ କରିଥିଲେ ଲୋକେ । ମୁଖ୍ୟମନ୍ତ୍ରୀ ଏହି ଦାବି ଉପରେ ମୋହର ମାରିଥିବାରୁ ଜୟପୁରବାସୀ କୃତଜ୍ଞତା ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ପୁଣି ଲଜ୍ଜା: ଭୁବନେଶ୍ୱରରୁ ନାବାଳିକାକୁ ଅପହରଣ କରି ଯାଜପୁରରେ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

06 Nov 2023 By The Sakala

ଆଜିଠାରୁ ଭୁବନେଶ୍ବରରୁ ଜୟପୁରକୁ ଉଡ଼ିଲା ଦ୍ବିତୀୟ ବିମାନ

କୋରାପୁଟ : ଆଜି ଉଡିବ ଭୁବନେଶ୍ବର-ଜୟପୁର ଦ୍ବିତୀୟ ବିମାନ । ସପ୍ତାହକୁ ସୋମବାର ଓ ଶୁକ୍ରବାର ସେବା ଯୋଗାଇବ ଇଣ୍ଡିଆ ଓ୍ବାନ୍ । ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର । ଏହି ବିମାନ ସେବା ପର୍ଯ୍ୟଟନ କ୍ଷେତ୍ରର ବିକାଶ କରିବା ସହ ଲୋକଙ୍କ ଅର୍ଥନୈତିକ ବିକାଶ ଦିଗରେ ସହାୟକ ହେବ । ଗତ ବର୍ଷ ଭୁବନେଶ୍ବର-ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିବା ବେଳେ ଏବେ ଦ୍ବିତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ବିମାନଟି  ଭୁବନେଶ୍ବର ବିମାନବନ୍ଦରରୁ ସକାଳ ୭ଟା ୧୦ରେ ଉଡାଣ ଭରିବ । ଜୟପୁର ବିମାନବନ୍ଦରରେ ସକାଳ ୮ଟା ୪୫ରେ ଅବତରଣ କରିବ ।

ସେହିପରି ଜୟପୁରରୁ ସକାଳ ୯ଟାରେ ବାହାରି ଭୁବନେଶ୍ବରରେ ୧୦ଟା ୩୫ରେ ପହଞ୍ଚିବ । ଏହି ବିମାନରେ ୯ ଜଣ ଯାତ୍ରୀ ଯାତ୍ରା କରିବା ପାଇଁ ବ୍ୟବସ୍ଥା ରହିଛି । ଜୟପୁରକୁ ଗୋଟିଏ ବିମାନ କମ୍ ପଡୁଥିବାର ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗ୍ରସ୍ତ ସମୟରେ ଆଉ ଏକ ବିମାନ ଚଳାଇବାକୁ ଅନୁରୋଧ କରିଥିଲେ ଲୋକେ । ମୁଖ୍ୟମନ୍ତ୍ରୀ ଏହି ଦାବି ଉପରେ ମୋହର ମାରିଥିବାରୁ ଜୟପୁରବାସୀ କୃତଜ୍ଞତା ଜଣାଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର