ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର

The Sakala Picture
Published On

ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ’ ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭  ରହିଛି । ଏହି ସ୍ଥାନରେ ୯୧୬୨ ଟି ମତଦାନ କେନ୍ଦ୍ର ରହିବ। ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହୋବ । ୨୫ଟି ବୁଥ pwd କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ। […]

ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ’ ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭  ରହିଛି । ଏହି ସ୍ଥାନରେ ୯୧୬୨ ଟି ମତଦାନ କେନ୍ଦ୍ର ରହିବ। ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହୋବ । ୨୫ଟି ବୁଥ pwd କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ। ୧୫୪୧ ଆଦର୍ଶ ବୁଥ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ଆଶଙ୍କା, ୧୩ରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା

୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଏହିଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । ସବୁଠାରୁ ଅଧିକ କନ୍ଧମାଳ ୨୨,  ଗଞ୍ଜାମରେ ୨୦, ସୁନ୍ଦରଗଡ ୧୬, ବଲାଙ୍ଗୀର ଓ ବରଗଡ଼ରେ ୧୪ ଲେଖାଏଁ, ଝାରସୁଗୁଡା ଓ ବୌଦ୍ଧରେ ୫, ସୁବର୍ଣ୍ଣପୁର ୪ ଓ  ନୟାଗଡ଼ରେ ୨ଟି କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ। ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପାର୍ଥି ରହିଛନ୍ତି । ସେଥି ମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ । ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି।

ଆହୁରି ପଢ଼ନ୍ତୁ: ‘ସୁଭଦ୍ରା’ଙ୍କୁ କନ୍ଦାଇଲେ ‘ଅସ୍ମିତା’ ସରକାର: ବନ୍ଦ କରିଦେଲେ ପଲ୍ଲିଶ୍ରୀ ମେଳା

18 May 2024 By The Sakala

ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର

ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ’ ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭  ରହିଛି । ଏହି ସ୍ଥାନରେ ୯୧୬୨ ଟି ମତଦାନ କେନ୍ଦ୍ର ରହିବ। ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହୋବ । ୨୫ଟି ବୁଥ pwd କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ। ୧୫୪୧ ଆଦର୍ଶ ବୁଥ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି।

୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଏହିଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । ସବୁଠାରୁ ଅଧିକ କନ୍ଧମାଳ ୨୨,  ଗଞ୍ଜାମରେ ୨୦, ସୁନ୍ଦରଗଡ ୧୬, ବଲାଙ୍ଗୀର ଓ ବରଗଡ଼ରେ ୧୪ ଲେଖାଏଁ, ଝାରସୁଗୁଡା ଓ ବୌଦ୍ଧରେ ୫, ସୁବର୍ଣ୍ଣପୁର ୪ ଓ  ନୟାଗଡ଼ରେ ୨ଟି କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ। ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପାର୍ଥି ରହିଛନ୍ତି । ସେଥି ମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ । ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର