ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ, ମତଦାନ ସାବ୍ୟସ୍ତ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ଭୋଟ […]

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ଭୋଟ କାର୍ଡ ନଥିଲେ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ଅନ୍ୟ ୧୩ଟି କାର୍ଡ ଦେଖାଇ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ । ମହିଳାଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ୩୦୬୫ ସମ୍ବେଦନଶୀଳ ବୁଥରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେଡିର ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅଗଷ୍ଟ ୧୫ ସୁଦ୍ଧା ଜିଲ୍ଲା ଓ ବ୍ଲକ କମିଟି ପୁନର୍ଗଠନ ପାଇଁ ଜିଲ୍ଲା ସଭାପତିଙ୍କୁ ନବୀନଙ୍କ ପରାମର୍ଶ

ତେବେ ଶୃଙ୍ଖଳିତ ନିର୍ବାଚନ ପାଇଁ ନିୟୋଜିତ ହୋଇଛନ୍ତି ୨୪୦ପ୍ଲାଟୁନ ଫୋର୍ସ । ଏହା ସହିତ ୧ ହଜାର ୭୫୩ ଭ୍ରାମ୍ୟମାଣ ପାଟ୍ରୋଲିଂ ପାର୍ଟି ମଧ୍ୟ ନିୟୋଜିତ ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ହିଂସାକାଣ୍ଡ ଘଟଣା ସାମ୍ନାକୁ ଆସିବା ପରେ ଆମାଗୀ ନିର୍ବାଚନରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ସୂଚନା ଅନୁସାରେ ରାଜ୍ୟରେ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବାବେଳେ ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପରେ ଫେବ୍ରୁଆରୀ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି ହେବ ।

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

18 Feb 2022 By The Sakala

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ, ମତଦାନ ସାବ୍ୟସ୍ତ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ଭୋଟ କାର୍ଡ ନଥିଲେ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ଅନ୍ୟ ୧୩ଟି କାର୍ଡ ଦେଖାଇ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ । ମହିଳାଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ୩୦୬୫ ସମ୍ବେଦନଶୀଳ ବୁଥରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି ।

ତେବେ ଶୃଙ୍ଖଳିତ ନିର୍ବାଚନ ପାଇଁ ନିୟୋଜିତ ହୋଇଛନ୍ତି ୨୪୦ପ୍ଲାଟୁନ ଫୋର୍ସ । ଏହା ସହିତ ୧ ହଜାର ୭୫୩ ଭ୍ରାମ୍ୟମାଣ ପାଟ୍ରୋଲିଂ ପାର୍ଟି ମଧ୍ୟ ନିୟୋଜିତ ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ହିଂସାକାଣ୍ଡ ଘଟଣା ସାମ୍ନାକୁ ଆସିବା ପରେ ଆମାଗୀ ନିର୍ବାଚନରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ସୂଚନା ଅନୁସାରେ ରାଜ୍ୟରେ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବାବେଳେ ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପରେ ଫେବ୍ରୁଆରୀ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର