ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ବର:  ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। [wp-embedder-pack width=”100%” height=”400px” download=”all” download-text=”” attachment_id=”121684″ /] ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ବରଗଡ଼ ଲୋକସଭା […]

ଭୁବନେଶ୍ବର:  ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

[wp-embedder-pack width=”100%” height=”400px” download=”all” download-text=”” attachment_id=”121684″ /]

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ବରଗଡ଼ ଲୋକସଭା ଅନ୍ତର୍ଗତ ଅନ୍ୟ ୬ ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବଣାଇରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଅନ୍ୟ ସମସ୍ତ ୬ ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

26 Apr 2024 By The Sakala

ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ବର:  ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ।

ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ବରଗଡ଼ ଲୋକସଭା ଅନ୍ତର୍ଗତ ଅନ୍ୟ ୬ ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବଣାଇରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଅନ୍ୟ ସମସ୍ତ ୬ ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର