ସୁଭଦ୍ରା ଯୋଜନାକୁ ନେଇ ବଡଖବର: ଅକ୍ଟୋବର ୯ରେ ଆକାଉଣ୍ଟକୁ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

The Sakala Picture
Published On

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ ଖବର । ଆସନ୍ତା ୯ରେ ମିଳିବ ସୁଭଦ୍ରା ଟଙ୍କା । ଆସନ୍ତା ଅକ୍ଟୋବର ୯ ତାରିଖରେ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ଟଙ୍କା । ଏହି ପର୍ଯ୍ୟାୟରେ ୪୦ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଟଙ୍କା । ରାଜ୍ୟର ମହିଳାଙ୍କ ପାଇଁ ଓଡିଶାର […]

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ ଖବର । ଆସନ୍ତା ୯ରେ ମିଳିବ ସୁଭଦ୍ରା ଟଙ୍କା । ଆସନ୍ତା ଅକ୍ଟୋବର ୯ ତାରିଖରେ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ଟଙ୍କା । ଏହି ପର୍ଯ୍ୟାୟରେ ୪୦ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଟଙ୍କା ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ରାଜ୍ୟର ମହିଳାଙ୍କ ପାଇଁ ଓଡିଶାର ନୂଆ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା । ଆଉ ଏଥି ପାଇଁ ଆବେଦନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଥିଲା । ଯାହାକୁ ଆଧାର କରି ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ମିଳିଥିଲା । ହେଲେ ପ୍ରଥମ ପର୍ଯ୍ୟାୟର ୨ୟ କିସ୍ତି ଟଙ୍କା କେବେ ମିଳିବ ନେଇ ଚର୍ଚ୍ଚା ଆଲୋଚନା ଚାଲିଥିଲା । ଏସବୁ ଭିତରେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ୨ୟ କିସ୍ତି ନେଇ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ମାସ ଅର୍ଥାତ ଅକ୍ଟୋବର ୯ ତାରିଖ ଦିନ ସୁଭଦ୍ରା ଯୋଜନାର ୨ୟ କିସ୍ତି ମହିଳାଙ୍କ ଆକାଉଣ୍ଟକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

29 Sep 2024 By The Sakala

ସୁଭଦ୍ରା ଯୋଜନାକୁ ନେଇ ବଡଖବର: ଅକ୍ଟୋବର ୯ରେ ଆକାଉଣ୍ଟକୁ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ ଖବର । ଆସନ୍ତା ୯ରେ ମିଳିବ ସୁଭଦ୍ରା ଟଙ୍କା । ଆସନ୍ତା ଅକ୍ଟୋବର ୯ ତାରିଖରେ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ଟଙ୍କା । ଏହି ପର୍ଯ୍ୟାୟରେ ୪୦ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଟଙ୍କା ।

ରାଜ୍ୟର ମହିଳାଙ୍କ ପାଇଁ ଓଡିଶାର ନୂଆ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା । ଆଉ ଏଥି ପାଇଁ ଆବେଦନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଥିଲା । ଯାହାକୁ ଆଧାର କରି ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ମିଳିଥିଲା । ହେଲେ ପ୍ରଥମ ପର୍ଯ୍ୟାୟର ୨ୟ କିସ୍ତି ଟଙ୍କା କେବେ ମିଳିବ ନେଇ ଚର୍ଚ୍ଚା ଆଲୋଚନା ଚାଲିଥିଲା । ଏସବୁ ଭିତରେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ୨ୟ କିସ୍ତି ନେଇ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ମାସ ଅର୍ଥାତ ଅକ୍ଟୋବର ୯ ତାରିଖ ଦିନ ସୁଭଦ୍ରା ଯୋଜନାର ୨ୟ କିସ୍ତି ମହିଳାଙ୍କ ଆକାଉଣ୍ଟକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର