ଭଦ୍ରକର ଗୁଡ଼ୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ, ୪ ଆହତ; ଘଟଣାସ୍ଥଳରେ ୧୬୩ ଧାରା ଲାଗୁ, ୨୧ ତାରିଖ ରାତି ୧୦ଟା ଯାଏଁ ବଳବତ୍ତର

The Sakala Picture
Published On

ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଆହତ ହୋଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୋଷ୍ଠୀ ସଂଘର୍ଷ ଘଟଣା ପରେ ପରିସ୍ଥିତିକୁ ନଜରରେ ରଖି ଘଟଣାସ୍ଥଳରେ ଭାରତୀୟ ନ୍ୟାୟ ସଂହିତାର ୧୬୩ ଧାରା ଲାଗୁ କରାଯାଇଛି । ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ୧୬୩ ଧାରା ଲାଗୁ ହୋଇଥିବା ଜଣାପଡିଛି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି […]

ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଆହତ ହୋଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୋଷ୍ଠୀ ସଂଘର୍ଷ ଘଟଣା ପରେ ପରିସ୍ଥିତିକୁ ନଜରରେ ରଖି ଘଟଣାସ୍ଥଳରେ ଭାରତୀୟ ନ୍ୟାୟ ସଂହିତାର ୧୬୩ ଧାରା ଲାଗୁ କରାଯାଇଛି । ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ୧୬୩ ଧାରା ଲାଗୁ ହୋଇଥିବା ଜଣାପଡିଛି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏହି ସମୟରେ ଗୋଡ଼ିପୋଖରୀ ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦିଆଯାଇଛି । ୧ କି.ମି ପରିସର ମଧ୍ୟରେ ଏକତ୍ରିତ ଓ ଶୋଭାଯାତ୍ରା ଉପରେ କଟକଣା ଲାଗୁ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ସେହିଭଳି ଧାମନଗର ତହସିଲଦାରଙ୍କୁ ଭକ୍ତ ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖୁବା ପାଇଁ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବରେ ଦାୟିତ୍ଵ ନ୍ୟସ୍ତ କରାଯାଇଛି । ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଗଣ୍ଡଗୋଳରେ ଗୋଟିଏ ଗୋଷ୍ଠୀର ୪ ଆହତ ମେଡିକାଲରେ ଭର୍ତ୍ତି । ଘଟଣାସ୍ଥଳରେ ଧୁଷୁରୀ ଓ ଧାମନଗର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

19 Sep 2024 By The Sakala

ଭଦ୍ରକର ଗୁଡ଼ୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ, ୪ ଆହତ; ଘଟଣାସ୍ଥଳରେ ୧୬୩ ଧାରା ଲାଗୁ, ୨୧ ତାରିଖ ରାତି ୧୦ଟା ଯାଏଁ ବଳବତ୍ତର

ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଆହତ ହୋଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୋଷ୍ଠୀ ସଂଘର୍ଷ ଘଟଣା ପରେ ପରିସ୍ଥିତିକୁ ନଜରରେ ରଖି ଘଟଣାସ୍ଥଳରେ ଭାରତୀୟ ନ୍ୟାୟ ସଂହିତାର ୧୬୩ ଧାରା ଲାଗୁ କରାଯାଇଛି । ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ୧୬୩ ଧାରା ଲାଗୁ ହୋଇଥିବା ଜଣାପଡିଛି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏହି ସମୟରେ ଗୋଡ଼ିପୋଖରୀ ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦିଆଯାଇଛି । ୧ କି.ମି ପରିସର ମଧ୍ୟରେ ଏକତ୍ରିତ ଓ ଶୋଭାଯାତ୍ରା ଉପରେ କଟକଣା ଲାଗୁ ହୋଇଛି ।

ସେହିଭଳି ଧାମନଗର ତହସିଲଦାରଙ୍କୁ ଭକ୍ତ ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖୁବା ପାଇଁ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବରେ ଦାୟିତ୍ଵ ନ୍ୟସ୍ତ କରାଯାଇଛି । ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଗଣ୍ଡଗୋଳରେ ଗୋଟିଏ ଗୋଷ୍ଠୀର ୪ ଆହତ ମେଡିକାଲରେ ଭର୍ତ୍ତି । ଘଟଣାସ୍ଥଳରେ ଧୁଷୁରୀ ଓ ଧାମନଗର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର