ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ ୬୫ ପ୍ଲାଟୁନ ଫୋର୍ସ, ୧୨ ଜୋନରେ ବିଭକ୍ତ ହେବ ପୁରୀ ସହର

The Sakala Picture
Published On

ଭୁବନେଶ୍ୱର- ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଏଡିଜି ଆର.କେ ଶର୍ମା । ରଥଯାତ୍ରା ପାଇଁ ୬୫ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ । ସୁରକ୍ଷା ଦୃଷ୍ଟିରୁ ପୁରୀ ସହରକୁ ମୋଟ ୧୨ଟି ଜୋନରେ ବିଭକ୍ତ କରାଯିବ । କେବଳ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ମଧ୍ୟରେ ୪ଟି ଜୋନ୍ ହେବ । ସହରର ମୁଖ୍ୟ ପ୍ରବେଶ ପଥ ଓ ବଡଦାଣ୍ଡର ଛାତ ଉପରେ କଡା ସୁରକ୍ଷା ବ୍ୟବସ୍ଥା କରାଯିବ । […]

ଭୁବନେଶ୍ୱର- ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଏଡିଜି ଆର.କେ ଶର୍ମା । ରଥଯାତ୍ରା ପାଇଁ ୬୫ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ । ସୁରକ୍ଷା ଦୃଷ୍ଟିରୁ ପୁରୀ ସହରକୁ ମୋଟ ୧୨ଟି ଜୋନରେ ବିଭକ୍ତ କରାଯିବ । କେବଳ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ମଧ୍ୟରେ ୪ଟି ଜୋନ୍ ହେବ । ସହରର ମୁଖ୍ୟ ପ୍ରବେଶ ପଥ ଓ ବଡଦାଣ୍ଡର ଛାତ ଉପରେ କଡା ସୁରକ୍ଷା ବ୍ୟବସ୍ଥା କରାଯିବ । ସେହିପରି ରଥଯାତ୍ରା ସମୟରେ ୧୦ଜଣ ଅତିରିକ୍ତ ଏସପି, ୩୧ ଜଣ ଡିଏସପି ଓ ସହକାରୀ କମାଣ୍ଡର୍ ମୁତୟନ ହେବେ । ୬୪ ଜଣ ଆଇଆଇସି ଆଇନଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ । ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାତି ୮ରୁ ୧୩ତାରିଖ ରାତି ୮ପର୍ଯ୍ୟନ୍ତ ପୁରୀ ସହରରେ କର୍ଫ୍ୟୁ ଜାରି କରାଯିବ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

10 Jul 2021 By The Sakala

ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ ୬୫ ପ୍ଲାଟୁନ ଫୋର୍ସ, ୧୨ ଜୋନରେ ବିଭକ୍ତ ହେବ ପୁରୀ ସହର

ଭୁବନେଶ୍ୱର- ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଏଡିଜି ଆର.କେ ଶର୍ମା । ରଥଯାତ୍ରା ପାଇଁ ୬୫ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ । ସୁରକ୍ଷା ଦୃଷ୍ଟିରୁ ପୁରୀ ସହରକୁ ମୋଟ ୧୨ଟି ଜୋନରେ ବିଭକ୍ତ କରାଯିବ । କେବଳ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ମଧ୍ୟରେ ୪ଟି ଜୋନ୍ ହେବ । ସହରର ମୁଖ୍ୟ ପ୍ରବେଶ ପଥ ଓ ବଡଦାଣ୍ଡର ଛାତ ଉପରେ କଡା ସୁରକ୍ଷା ବ୍ୟବସ୍ଥା କରାଯିବ । ସେହିପରି ରଥଯାତ୍ରା ସମୟରେ ୧୦ଜଣ ଅତିରିକ୍ତ ଏସପି, ୩୧ ଜଣ ଡିଏସପି ଓ ସହକାରୀ କମାଣ୍ଡର୍ ମୁତୟନ ହେବେ । ୬୪ ଜଣ ଆଇଆଇସି ଆଇନଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ । ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାତି ୮ରୁ ୧୩ତାରିଖ ରାତି ୮ପର୍ଯ୍ୟନ୍ତ ପୁରୀ ସହରରେ କର୍ଫ୍ୟୁ ଜାରି କରାଯିବ ।

https://www.thesakala.in/latest-odisha-news/security-arrangements-for-puri-ratha-yatra/article-3637
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର