ପୁଣି ମୈଦାନକୁ ଓଲ୍ହାଇବେ ସୁର, ଜଟଣୀରୁ ନିର୍ବାଚନ ଲଢ଼ିବା ନେଇ ଦେଲେ ସଂକେତ

Madhusudan Das Picture
Published On

ଜଟଣୀ: ପୁଣି ନିର୍ବାଚନ ମୈଦାନକୁ ଓଲ୍ହାଇବେ ସୁର । ଜଟଣୀରୁ ନିର୍ବାଚନ ଲଢ଼ିବା ନେଇ ଦେଲେ ସଂକେତ । କଂଗ୍ରେସ ଟିକେଟରୁ ପୁଣି ଜଟଣୀରୁ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । ଲୋକେ ଚାହିଁଲେ କଂଗ୍ରେସ ଟିକେଟରୁ ପୁଣି ଲଢ଼ିବି ବୋଲି କହିଲେ ସୁର । ସେ ଆହୁରି ମଧ୍ୟ କହିଛନ୍ତି କି, ସେ ଛାଡି ଦେଇଥିଲି ବୋଲି ଏଥର କଂଗ୍ରେସ ଜଟଣୀରେ ହାରିଲା । ଏଥର ଜଟଣୀରେ କଂଗ୍ରେସ ଆସିବ । ଲୋକଙ୍କ ସହ ମିଶୁଛୁ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛି । ଆମ ପାଖରେ ଶକ୍ତି, ସଂଗଠନ, ପଇସା ଅଛି, ଲଢ଼ିବୁ ଜିତିବୁ ବୋଲି କହିଛନ୍ତି ସୁର । ତେବେ ପୂର୍ବରୁ ନିର୍ବାଚନ ଲଢ଼ିବେନି ବୋଲି କହିଥିଲେ ସୁର ରାଉତରାୟ ।

ଆହୁରି ପଢ଼ନ୍ତୁ: ମଣ୍ଡିର ଗୋଲକ ଧନ୍ଦାରେ ଛନ୍ଦି ହେଲେଣି ଚାଷୀ; ଯୋଗ୍ୟ ଚାଷୀଙ୍କ ଅପେକ୍ଷା ଅଯୋଗ୍ୟ ହାତେଇଛନ୍ତି ଅଧିକ ଟାର୍ଗେଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp