ବଦଳିଲେ ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାର, ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ

Madhusudan Das Picture
Published On

ଭୁବନେଶ୍ୱର: ବଦଳିଲେ ବରିଷ୍ଠ ଆଇପିଏସ ଦୟାଲ ଗଙ୍ଗୱାର । ଗୃହ ବିଭାଗ ଓଏସଡି ଭାବେ ମିଳିଲା ନିଯୁକ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି  ପ୍ରକାଶ ପାଇଛି । ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ। 

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଗୁଣୁପୁର RI, ଜମି ପଟ୍ଟା କରାଇଦେବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ସୂଚନା ଅନୁସାରେ, ମେ ୭ ତାରିଖରେ ବାଲିଅନ୍ତାରେ ଜିଆରପି କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କୁ ପିଟି ପିଟି ହତ୍ୟା କରିଥିଲେ ଉତ୍ୟକ୍ତ ଲୋକେ । ଏହି ମାମଲାରେ ପୋଲିସ ଏକାଧିକ ଅଭିଯୁକ୍ତଙ୍କୁ ଗିରଫ ମଧ୍ୟ କରିସାରିଛି । ହେଲେ ଏହି ଘଟଣାରେ ସବୁଠୁ ଅଧିକ ବିବାଦୀୟ ହୋଇପଡିଥିଲେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ୱାର । ଏହି ବରିଷ୍ଠ ଆଇପିଏସଙ୍କ ନାଁରେ ପରିବାର ପକ୍ଷରୁ ଆଣିଥିଲେ ସଙ୍ଗୀନ ଅଭିଯୋଗ । ହେଲେ ଅଭିଯୋଗରେ କେତେ ସତ, କେତେ ମିଛ । ତା ବିଷୟରେ ସବିଶେଷ ତଥ୍ୟ ମିଳିନାହିଁ । ତେବେ ଏସବୁ ଭିତରେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ୱାରଙ୍କୁ ବଦଳି କରାଯାଇଛି । ଦୟାଲ ଗଙ୍ଗୱାରଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି । ଦୟାଲ ଗଙ୍ଗଓ୍ୱାରଙ୍କ ବଦଳି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

25 May 2026 By Madhusudan Das

ବଦଳିଲେ ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାର, ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ

ଭୁବନେଶ୍ୱର: ବଦଳିଲେ ବରିଷ୍ଠ ଆଇପିଏସ ଦୟାଲ ଗଙ୍ଗୱାର । ଗୃହ ବିଭାଗ ଓଏସଡି ଭାବେ ମିଳିଲା ନିଯୁକ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି  ପ୍ରକାଶ ପାଇଛି । ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ। 

ସୂଚନା ଅନୁସାରେ, ମେ ୭ ତାରିଖରେ ବାଲିଅନ୍ତାରେ ଜିଆରପି କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କୁ ପିଟି ପିଟି ହତ୍ୟା କରିଥିଲେ ଉତ୍ୟକ୍ତ ଲୋକେ । ଏହି ମାମଲାରେ ପୋଲିସ ଏକାଧିକ ଅଭିଯୁକ୍ତଙ୍କୁ ଗିରଫ ମଧ୍ୟ କରିସାରିଛି । ହେଲେ ଏହି ଘଟଣାରେ ସବୁଠୁ ଅଧିକ ବିବାଦୀୟ ହୋଇପଡିଥିଲେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ୱାର । ଏହି ବରିଷ୍ଠ ଆଇପିଏସଙ୍କ ନାଁରେ ପରିବାର ପକ୍ଷରୁ ଆଣିଥିଲେ ସଙ୍ଗୀନ ଅଭିଯୋଗ । ହେଲେ ଅଭିଯୋଗରେ କେତେ ସତ, କେତେ ମିଛ । ତା ବିଷୟରେ ସବିଶେଷ ତଥ୍ୟ ମିଳିନାହିଁ । ତେବେ ଏସବୁ ଭିତରେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ୱାରଙ୍କୁ ବଦଳି କରାଯାଇଛି । ଦୟାଲ ଗଙ୍ଗୱାରଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି । ଦୟାଲ ଗଙ୍ଗଓ୍ୱାରଙ୍କ ବଦଳି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର