ବିଧାନସଭାକୁ ଶେଷ ମୁଣ୍ଡିଆ ମାରି ବିଦାୟ ନେଲେ ବରିଷ୍ଠ ବିଧାୟକ ସୁର ରାଉତରାୟ

The Sakala Picture
Published On

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।  ବିଧାନସଭା ଗୃହରୁ ସୁର ବାହାରିବା ବେଳେ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ । ଖାଲି ଭାବବିହ୍ୱଳ ହୋଇନଥିଲେ କହିଥିଲେ ଏହା ମୋର ଶେଷ ବିଧାନସଭା । ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍ ଅଧିବେଶନର ଶେଷ ଦିନରେ […]

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।  ବିଧାନସଭା ଗୃହରୁ ସୁର ବାହାରିବା ବେଳେ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ । ଖାଲି ଭାବବିହ୍ୱଳ ହୋଇନଥିଲେ କହିଥିଲେ ଏହା ମୋର ଶେଷ ବିଧାନସଭା । ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍ ଅଧିବେଶନର ଶେଷ ଦିନରେ ସେ ଭାବବିହ୍ୱଳ ହୋଇ ବିଧାନସଭାକୁ ମୁଣ୍ଡିଆ ମାରିଛନ୍ତି।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

ଗୃହରୁ ବାହାରିବା ବେଳେ ସେ କହିଛନ୍ତି, ଏହା ତାଙ୍କର ଶେଷ ବିଧାନସଭା । ସେ ଆଗକୁ ନିର୍ବାଚନ ଲଢ଼ିବେ ନାହିଁ ବୋଲି ନିଷ୍ପତି ନେଇସାରିଛନ୍ତି । ନିଜେ ନ ଲଢିଲେ ମଧ୍ୟ ଲୋକଙ୍କ ପାଇଁ କାମ କରୁଥିଲି କରିବି ବୋଲି କହିଛନ୍ତି ସୁର । ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ କଂଗ୍ରେସରେ ରହିଥିଲି ଏବଂ ରହିବି । ବିଧାନସଭାକୁ ଆସିବିନି ଏଥିପାଇଁ ଦୁଃଖ ଲାଗୁଛି । ପ୍ରଥମ ଥର ୧୯୭୭ ମସିହାରେ ବିଧାୟକ ହୋଇ ଆସିବା ପରେ ଲଗାତାର ଜଟଣୀ ଲୋକଙ୍କ ପାଇଁ ସ୍ୱର ଉଠାଇ ଆସିଛି । ଲୋକଙ୍କ କାମ କରିବାକୁ ବହୁତ ସହଯୋଗ ମିଳିଛି । ୨୦୨୪ରେ ସୁରଙ୍କୁ ରାଜନୈତିକ ମୈଦାନରେ ଦେଖିବାକୁ ମିଳିବନି। ତାଙ୍କ ବଦଳରେ ତାଙ୍କର ଦୁଇ ପୁଅ ମନ୍ମଥ ଓ ସିଦ୍ଧାର୍ଥ ଉଭୟ ରାଜନୀତିକୁ ଆସିବେ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

09 Feb 2024 By The Sakala

ବିଧାନସଭାକୁ ଶେଷ ମୁଣ୍ଡିଆ ମାରି ବିଦାୟ ନେଲେ ବରିଷ୍ଠ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।  ବିଧାନସଭା ଗୃହରୁ ସୁର ବାହାରିବା ବେଳେ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ । ଖାଲି ଭାବବିହ୍ୱଳ ହୋଇନଥିଲେ କହିଥିଲେ ଏହା ମୋର ଶେଷ ବିଧାନସଭା । ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍ ଅଧିବେଶନର ଶେଷ ଦିନରେ ସେ ଭାବବିହ୍ୱଳ ହୋଇ ବିଧାନସଭାକୁ ମୁଣ୍ଡିଆ ମାରିଛନ୍ତି।

ଗୃହରୁ ବାହାରିବା ବେଳେ ସେ କହିଛନ୍ତି, ଏହା ତାଙ୍କର ଶେଷ ବିଧାନସଭା । ସେ ଆଗକୁ ନିର୍ବାଚନ ଲଢ଼ିବେ ନାହିଁ ବୋଲି ନିଷ୍ପତି ନେଇସାରିଛନ୍ତି । ନିଜେ ନ ଲଢିଲେ ମଧ୍ୟ ଲୋକଙ୍କ ପାଇଁ କାମ କରୁଥିଲି କରିବି ବୋଲି କହିଛନ୍ତି ସୁର । ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ କଂଗ୍ରେସରେ ରହିଥିଲି ଏବଂ ରହିବି । ବିଧାନସଭାକୁ ଆସିବିନି ଏଥିପାଇଁ ଦୁଃଖ ଲାଗୁଛି । ପ୍ରଥମ ଥର ୧୯୭୭ ମସିହାରେ ବିଧାୟକ ହୋଇ ଆସିବା ପରେ ଲଗାତାର ଜଟଣୀ ଲୋକଙ୍କ ପାଇଁ ସ୍ୱର ଉଠାଇ ଆସିଛି । ଲୋକଙ୍କ କାମ କରିବାକୁ ବହୁତ ସହଯୋଗ ମିଳିଛି । ୨୦୨୪ରେ ସୁରଙ୍କୁ ରାଜନୈତିକ ମୈଦାନରେ ଦେଖିବାକୁ ମିଳିବନି। ତାଙ୍କ ବଦଳରେ ତାଙ୍କର ଦୁଇ ପୁଅ ମନ୍ମଥ ଓ ସିଦ୍ଧାର୍ଥ ଉଭୟ ରାଜନୀତିକୁ ଆସିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର