କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ ହେଲେ ବରିଷ୍ଠ ବିଧାୟକ ସୁରେଶ ରାଉତରାୟ
ଭୁବନେଶ୍ବର: ଦଳରୁ ବିଦା ହେଲେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ । ସୁରେଶ ରାଉତରାୟ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି ଏଆଇସିସି । ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ନେଇଛି ଏଆଇସିସି। ଏ ନେଇ ଏଆଇସିସି ପକ୍ଷରୁ ପ୍ରେସ ରିଲିଜ୍ ଜାରି ହୋଇଛି। ସୁରଙ୍କୁ ପୂର୍ବରୁ ବାରମ୍ଭର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । […]
ଭୁବନେଶ୍ବର: ଦଳରୁ ବିଦା ହେଲେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ । ସୁରେଶ ରାଉତରାୟ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି ଏଆଇସିସି । ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ନେଇଛି ଏଆଇସିସି। ଏ ନେଇ ଏଆଇସିସି ପକ୍ଷରୁ ପ୍ରେସ ରିଲିଜ୍ ଜାରି ହୋଇଛି।

ସୁରଙ୍କୁ ପୂର୍ବରୁ ବାରମ୍ଭର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । କାରଣ ଦର୍ଶାଅ ନୋଟିସରେ ସେ କହିଥିଲେ ମୁଁ ଅନ୍ୟ ଦଳ ପାଇଁ ପ୍ରଚାର କରିନାହିଁ । ମଲା ଯାଏଁ କଂଗ୍ରେସରେ ରହିବି। ମୋ ପୁଅ ପ୍ରାର୍ଥୀ ହୋଇଛି। ପୁଅ କଥା ଯିଏ ପଚାରିବ ମୁଁ ହଁ କହିବି ବୋଲି କହିିଥିଲେ।
ପୂର୍ବରୁ ସେ ଆଉ ନିର୍ବାଚନ ଲଢ଼ିବେ ନାହିଁ ବୋଲି କହିଥିଲେ। ନିଜେ ନ ଲଢିଲେ ମଧ୍ୟ ଲୋକଙ୍କ ପାଇଁ କାମ କରୁଥିଲି କରିବି ବୋଲି କହିଥିଲେ ସୁର। ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ କଂଗ୍ରେସରେ ରହିଥିଲି ଏବଂ ରହିବି ବୋଲି କହିଥିଲେ। ପ୍ରଥମ ଥର ୧୯୭୭ ମସିହାରେ ବିଧାୟକ ହୋଇ ଆସିବା ପରେ ଲଗାତାର ଜଟଣୀ ଲୋକଙ୍କ ପାଇଁ ସ୍ୱର ଉଠାଇ ଆସିଛନ୍ତି ।