ଶ୍ରୀମନ୍ଦିରରେ ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ଛାତିରେ ଯନ୍ତ୍ରଣା ହେବାରୁ ତଳେ ପଡ଼ିଗଲେ ସମ୍ପୃକ୍ତ ସେବକ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ମନ୍ଦିରରେ ପାଣି ପକାଉଥିବାବେଳେ ସେବାୟତ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଛାତିରେ ଯନ୍ତ୍ରଣା ହେବାରୁ ଟଳିପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜଗନ୍ନାଥଙ୍କ ଘର ଦୋଳମଣ୍ଡପ ସାହିରେ।

About The Author: The Sakala