ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଦାନା, ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି…

The Sakala Picture
Published On

ଭୁବନେଶ୍ବର: ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଦାନା’ । ଦୁର୍ବଳ ହୋଇ ଏକ ବାତ୍ୟାରେ ପରିଣତ ହେଲା । ଆସନ୍ତା ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା। ଗତ ରାତିରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡଫଲ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ବର୍ତ୍ତମାନ ବାତ୍ୟା ଉତ୍ତର ଉପକୂଳ ଜିଲ୍ଲାରେ କେନ୍ଦ୍ରୀଭୂତ ହୋଇଛି। ବାତ୍ୟାର ଲାଣ୍ଡଫଲ ପ୍ରକ୍ରିୟାରେ ଟିକେ ବିଳମ୍ବ ହୋଇଛି । ଯେହେତୁ ବାତ୍ୟାର ଉଭୟ ପାର୍ଶ୍ୱରେ ୨ ଟି […]

ଭୁବନେଶ୍ବର: ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଦାନା’ । ଦୁର୍ବଳ ହୋଇ ଏକ ବାତ୍ୟାରେ ପରିଣତ ହେଲା । ଆସନ୍ତା ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା। ଗତ ରାତିରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡଫଲ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ବର୍ତ୍ତମାନ ବାତ୍ୟା ଉତ୍ତର ଉପକୂଳ ଜିଲ୍ଲାରେ କେନ୍ଦ୍ରୀଭୂତ ହୋଇଛି। ବାତ୍ୟାର ଲାଣ୍ଡଫଲ ପ୍ରକ୍ରିୟାରେ ଟିକେ ବିଳମ୍ବ ହୋଇଛି । ଯେହେତୁ ବାତ୍ୟାର ଉଭୟ ପାର୍ଶ୍ୱରେ ୨ ଟି ଆଣ୍ଟି -ସ୍ଲାଇକ୍ଲୋନ ରହିଥିଲା ସେଥିପାଇଁ ବାତ୍ୟା ଦାନା ଲାଣ୍ଡଫଲ କରିବାରେ ବିଳମ୍ଭ ହୋଇଥିଲା। ଆଜି ପାଇଁ ବାଲେଶ୍ୱର, ଭଦ୍ରକ ଏବଂ ମୟୁରଭଞ୍ଜକୁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ଗତ କାଲି ସକାଳ ୮ଟା ୩୦ ରୁ ଆଜି ସକାଳ ୮ଟା ୩୦ ମଧ୍ୟରେ ରେକର୍ଡ ହୋଇଛି ବର୍ଷାର ପରିମାଣ । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକାରେ ସର୍ବାଧିକ ୧୫୬ମିମି ରେକର୍ଡ କରାଯାଇଛି। ସେହିପରି ମାର୍ଶାଘାଇ- ୧୧୦ମିମି ଓ ରାଜନଗରରେ ୧୦୦ ମିମି ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଭଦ୍ରକ ଜିଲ୍ଲା: ବାସୁଦେବପୁର- ୧୧୦ମିମି, ଚାନ୍ଦବାଲି- ୧୦୫ମିମି ଓ ଭଦ୍ରକ- ୭୦ମିମି

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ବାଲେଶ୍ୱର ଜିଲ୍ଲା: ଓଉପଡା- ୧୦୯ ମିମି ଓ ବାଲେଶ୍ୱରରେ- ୭୪ମିମି ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର