ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

The Sakala Picture
Published On

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପୁଣି ଖୋଲାଗଲା ଶିମିଳିପାଳ ଅଭୟାରଣ୍ୟ। ବାତ୍ୟା ‘ଦାନା’ ଓ ଅତ୍ୟଧିକ ବର୍ଷା ପାଇଁ ଗତ ୨୩ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥିଲା। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବାତ୍ୟା ଯୋଗୁଁ ଶିମିଳିପାଳ ଅଭୟାରଣ୍ୟକୁ ଗତ ୨୩ ତାରିଖ ଠାରୁ ପର୍ଯ୍ୟଟକମାନଙ୍କର ପ୍ରବେଶ ବାରଣ ରହିଥିଲା। […]

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପୁଣି ଖୋଲାଗଲା ଶିମିଳିପାଳ ଅଭୟାରଣ୍ୟ। ବାତ୍ୟା ‘ଦାନା’ ଓ ଅତ୍ୟଧିକ ବର୍ଷା ପାଇଁ ଗତ ୨୩ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥିଲା। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ସୂଚନା ଅନୁଯାୟୀ, ବାତ୍ୟା ଯୋଗୁଁ ଶିମିଳିପାଳ ଅଭୟାରଣ୍ୟକୁ ଗତ ୨୩ ତାରିଖ ଠାରୁ ପର୍ଯ୍ୟଟକମାନଙ୍କର ପ୍ରବେଶ ବାରଣ ରହିଥିଲା। ପରେ ଅତ୍ୟଧିକ ବୃଷ୍ଟିପାତ ଯୋଗୁଁ  ଶିମିଳିପାଳ ଅଭୟାରଣ୍ୟ ଆହୁରି ୩ ଦିନ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର