ଲୁଟ୍ ପାଇଁ ଗୁଳିମାଡ଼: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

The Sakala Picture
Published On

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍‌ ଉଦ୍ୟମ ହୋଇଛି । ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନା ଦୋକାନର ଲୁଟ୍‌ ପାଇଁ ୨ କର୍ମଚାରୀଙ୍କୁ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ଜଣଙ୍କର ପେଟରେ ଓ ଅନ୍ୟ ଜଣଙ୍କର ଅଣ୍ଟାରେ ଗୁଳି ବାଜିଛି । ପାଣିକୋଇଲି ବଜାରରେ ବାଇକ୍‌ରେ ଆସି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି। ଜଣଙ୍କୁ ସ୍ଥାନୀୟ […]

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍‌ ଉଦ୍ୟମ ହୋଇଛି । ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନା ଦୋକାନର ଲୁଟ୍‌ ପାଇଁ ୨ କର୍ମଚାରୀଙ୍କୁ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ଜଣଙ୍କର ପେଟରେ ଓ ଅନ୍ୟ ଜଣଙ୍କର ଅଣ୍ଟାରେ ଗୁଳି ବାଜିଛି । ପାଣିକୋଇଲି ବଜାରରେ ବାଇକ୍‌ରେ ଆସି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି। ଜଣଙ୍କୁ ସ୍ଥାନୀୟ ଲୋକେ କାବୁ କରି ନିସ୍ତୁକ ମାଡ ମାରିବା ସହ ପୁଲିସ ଜିମା ଦେଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

04 Jan 2025 By The Sakala

ଲୁଟ୍ ପାଇଁ ଗୁଳିମାଡ଼: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍‌ ଉଦ୍ୟମ ହୋଇଛି । ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନା ଦୋକାନର ଲୁଟ୍‌ ପାଇଁ ୨ କର୍ମଚାରୀଙ୍କୁ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ଜଣଙ୍କର ପେଟରେ ଓ ଅନ୍ୟ ଜଣଙ୍କର ଅଣ୍ଟାରେ ଗୁଳି ବାଜିଛି । ପାଣିକୋଇଲି ବଜାରରେ ବାଇକ୍‌ରେ ଆସି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି। ଜଣଙ୍କୁ ସ୍ଥାନୀୟ ଲୋକେ କାବୁ କରି ନିସ୍ତୁକ ମାଡ ମାରିବା ସହ ପୁଲିସ ଜିମା ଦେଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର