ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍ ଉଦ୍ୟମ ହୋଇଛି । ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନା ଦୋକାନର ଲୁଟ୍ ପାଇଁ ୨ କର୍ମଚାରୀଙ୍କୁ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ଜଣଙ୍କର ପେଟରେ ଓ ଅନ୍ୟ ଜଣଙ୍କର ଅଣ୍ଟାରେ ଗୁଳି ବାଜିଛି । ପାଣିକୋଇଲି ବଜାରରେ ବାଇକ୍ରେ ଆସି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି। ଜଣଙ୍କୁ ସ୍ଥାନୀୟ ଲୋକେ କାବୁ କରି ନିସ୍ତୁକ ମାଡ ମାରିବା ସହ ପୁଲିସ ଜିମା ଦେଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଲୁଟ୍ ପାଇଁ ଗୁଳିମାଡ଼: ଜଣେ ମୃତ, ଅନ୍ୟ ଜଣେ ଗୁରୁତର
ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍ ଉଦ୍ୟମ ହୋଇଛି । ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନା ଦୋକାନର ଲୁଟ୍ ପାଇଁ ୨ କର୍ମଚାରୀଙ୍କୁ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ଜଣଙ୍କର ପେଟରେ ଓ ଅନ୍ୟ ଜଣଙ୍କର ଅଣ୍ଟାରେ ଗୁଳି ବାଜିଛି । ପାଣିକୋଇଲି ବଜାରରେ ବାଇକ୍ରେ ଆସି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି। ଜଣଙ୍କୁ ସ୍ଥାନୀୟ […]