ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର, ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା

Madhusudan Das Picture
Published On

ଭୁବନେଶ୍ୱର: ବରିଷ୍ଠ ନାଗରିକଙ୍କ ପାଇଁ ନୂଆ ଯୋଜନା ଆଣିଛନ୍ତି ରାଜ୍ୟ ସରକାର । ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ରାଜ୍ୟ ସରକାର । ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗର ଚିଠି । ୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ପଞ୍ଚାୟତସ୍ତରରେ ହିତାଧିକାରୀ ଚୂଡ଼ାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଇଣ୍ଡିଆ-ଇୟୁ ମୁକ୍ତ ଟ୍ରେଡ୍ ଡିଲ୍‌: ରତ୍ନ, ଅଳଙ୍କାର ଓ ପ୍ଲାଷ୍ଟିକ ଉପରୁ ହଟିବ ଟିକସ; ଭାରତ ପାଇଁ ବଡ଼ ସୁଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp