ଜାଣନ୍ତୁ ମହାଶିବରାତ୍ରୀରେ କେତେ ବେଳେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ କେଉଁ ନୀତିକାନ୍ତି

The Sakala Picture
Published On

ଭୁବନେଶ୍ୱର: ଜାଗର ଲାଗି ଲିଙ୍ଗରାଜଙ୍କ ନୀତିକାନ୍ତି ନିର୍ଘଣ୍ଟ ହୋଇଛି । ଗୁରୁବାର ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ । ସକାଳ ୬ଟା ୩୦ରେ ରୋଷ ହୋମ । ଦିନ ୧୧ଟାରୁ ୧୨ଟା ଛାମୁ ପରିଷ୍କାର, ଦିନ ୧୨ଟାରୁ ମଧ୍ୟାହ୍ନ ୧୨ଟା ୪୫ ଯାଏ ମହାସ୍ନାନ ଓ ବେଶ ଅନୁଷ୍ଠିତ ହେବ । […]

ଭୁବନେଶ୍ୱର: ଜାଗର ଲାଗି ଲିଙ୍ଗରାଜଙ୍କ ନୀତିକାନ୍ତି ନିର୍ଘଣ୍ଟ ହୋଇଛି । ଗୁରୁବାର ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ । ସକାଳ ୬ଟା ୩୦ରେ ରୋଷ ହୋମ । ଦିନ ୧୧ଟାରୁ ୧୨ଟା ଛାମୁ ପରିଷ୍କାର, ଦିନ ୧୨ଟାରୁ ମଧ୍ୟାହ୍ନ ୧୨ଟା ୪୫ ଯାଏ ମହାସ୍ନାନ ଓ ବେଶ ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଶ୍ରୀଜିଉଙ୍କ ଓ ଠାକୁରାଣୀ ବଲ୍ଲଭ ଏବଂ ଶ୍ରୀଜିଉଙ୍କ ସକାଳ ଧୂପ ନୀତି ମଧ୍ୟାହ୍ନ ୧୨ଟା ୪୫ ରୁ ୨ଟା ୩୦ ଯାଏ । ଶ୍ରୀଭୁବନେଶ୍ୱରୀଙ୍କ ସକାଳ ଧୂପ ମଧ୍ୟାହ୍ନ ୨ଟା ୩୦ରୁ ୨ଟା ୪୫ ମଧ୍ୟରେ ସମ୍ପନ୍ନ ହେବ । ଭୋଗମଣ୍ଡପ ନୀତି ୨ଟା ୪୫ରୁ ୩ଟା ୪୫ ମଧ୍ୟରେ, ସାହାଣ ମେଲା ଦର୍ଶନ ଅପରାହ୍ଣ ୩ଟା ୪୫ରୁ ୪ଟା ୪୫ ଯାଏ କରି ହେବ ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଛାମୁ ପରିଷ୍କାର ଅପରାହ୍ଣ ୪ ଟା ୪୫ରୁ ୫ ଟା ୧୫ ଯାଏ, ଶ୍ରୀଜିଉଙ୍କ ପହୁଡ଼ ସନ୍ଧ୍ୟା ୭ ଟାରୁ ୭ଟା ୧୦ ଯାଏ, ଶ୍ରୀଜିଉଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ସନ୍ଧ୍ୟା ୭ଟା ୧୦ରୁ ୭ଟା ୩୦ ଯାଏ, ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ୮ଟା ୧୦ରୁ ୮ ଟା ୫୫ ଯାଏ ହେବ । ମହାଦୀପ ଦର୍ଶନ ରାତି ୧୦ଟାରେ ହେବ । ତା’ପରେ ସାହାଣମେଲା ଦର୍ଶନ ରାତ୍ର ୧୦ଟାରୁ ୧୧ ଟା ଯାଏ, ଚାରି ପ୍ରହର ପୂଜା ରାତ୍ର ୧୧ଟା ୩୦ରୁ ୩ଟା ୩୦ ଯାଏ, ହରିହର ଭେଟ ଭୋର ୩ଟା ୩୦ରୁ ୪ଟା ୩୦ ଯାଏ ଚାଲିବ । ଭୋର୍ ୪ଟା ୩୦ରୁ ସକାଳ ୫ଟା ୧୫ ଯାଏ ବଡ଼ ସିଂହାର ଓ ପହୁଡ଼ ନୀତିକାନ୍ତି ହେବ ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

10 Mar 2021 By The Sakala

ଜାଣନ୍ତୁ ମହାଶିବରାତ୍ରୀରେ କେତେ ବେଳେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ କେଉଁ ନୀତିକାନ୍ତି

ଭୁବନେଶ୍ୱର: ଜାଗର ଲାଗି ଲିଙ୍ଗରାଜଙ୍କ ନୀତିକାନ୍ତି ନିର୍ଘଣ୍ଟ ହୋଇଛି । ଗୁରୁବାର ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ । ସକାଳ ୬ଟା ୩୦ରେ ରୋଷ ହୋମ । ଦିନ ୧୧ଟାରୁ ୧୨ଟା ଛାମୁ ପରିଷ୍କାର, ଦିନ ୧୨ଟାରୁ ମଧ୍ୟାହ୍ନ ୧୨ଟା ୪୫ ଯାଏ ମହାସ୍ନାନ ଓ ବେଶ ଅନୁଷ୍ଠିତ ହେବ ।

ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଶ୍ରୀଜିଉଙ୍କ ଓ ଠାକୁରାଣୀ ବଲ୍ଲଭ ଏବଂ ଶ୍ରୀଜିଉଙ୍କ ସକାଳ ଧୂପ ନୀତି ମଧ୍ୟାହ୍ନ ୧୨ଟା ୪୫ ରୁ ୨ଟା ୩୦ ଯାଏ । ଶ୍ରୀଭୁବନେଶ୍ୱରୀଙ୍କ ସକାଳ ଧୂପ ମଧ୍ୟାହ୍ନ ୨ଟା ୩୦ରୁ ୨ଟା ୪୫ ମଧ୍ୟରେ ସମ୍ପନ୍ନ ହେବ । ଭୋଗମଣ୍ଡପ ନୀତି ୨ଟା ୪୫ରୁ ୩ଟା ୪୫ ମଧ୍ୟରେ, ସାହାଣ ମେଲା ଦର୍ଶନ ଅପରାହ୍ଣ ୩ଟା ୪୫ରୁ ୪ଟା ୪୫ ଯାଏ କରି ହେବ ।

ଛାମୁ ପରିଷ୍କାର ଅପରାହ୍ଣ ୪ ଟା ୪୫ରୁ ୫ ଟା ୧୫ ଯାଏ, ଶ୍ରୀଜିଉଙ୍କ ପହୁଡ଼ ସନ୍ଧ୍ୟା ୭ ଟାରୁ ୭ଟା ୧୦ ଯାଏ, ଶ୍ରୀଜିଉଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ସନ୍ଧ୍ୟା ୭ଟା ୧୦ରୁ ୭ଟା ୩୦ ଯାଏ, ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ୮ଟା ୧୦ରୁ ୮ ଟା ୫୫ ଯାଏ ହେବ । ମହାଦୀପ ଦର୍ଶନ ରାତି ୧୦ଟାରେ ହେବ । ତା’ପରେ ସାହାଣମେଲା ଦର୍ଶନ ରାତ୍ର ୧୦ଟାରୁ ୧୧ ଟା ଯାଏ, ଚାରି ପ୍ରହର ପୂଜା ରାତ୍ର ୧୧ଟା ୩୦ରୁ ୩ଟା ୩୦ ଯାଏ, ହରିହର ଭେଟ ଭୋର ୩ଟା ୩୦ରୁ ୪ଟା ୩୦ ଯାଏ ଚାଲିବ । ଭୋର୍ ୪ଟା ୩୦ରୁ ସକାଳ ୫ଟା ୧୫ ଯାଏ ବଡ଼ ସିଂହାର ଓ ପହୁଡ଼ ନୀତିକାନ୍ତି ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର