ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ଗୋଟାଏରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ : ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ  ସ୍ଥାନାନ୍ତରଣ କରାଯିବ । ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯିବ । ଆଲମିରା, ସିନ୍ଦୁକଗୁଡ଼ିକୁ  ସ୍ଥାନାନ୍ତର କରିବା ପରେ  ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରାଯାଇ ମରାମତି କାର୍ଯ୍ୟ କରାଯିବ । ରାଜ୍ଯସରକାର ଧାର୍ଯ୍ଯ କରିଥିବା ଏସଓପି ମାଧ୍ଯମରେ ଦିନ ଗୋଟାଏରୁ ଏହି କାର୍ଯ୍ଯ କରାଯିବ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେପରି ବାଧା […]

ପୁରୀ : ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ  ସ୍ଥାନାନ୍ତରଣ କରାଯିବ । ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯିବ । ଆଲମିରା, ସିନ୍ଦୁକଗୁଡ଼ିକୁ  ସ୍ଥାନାନ୍ତର କରିବା ପରେ  ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରାଯାଇ ମରାମତି କାର୍ଯ୍ୟ କରାଯିବ । ରାଜ୍ଯସରକାର ଧାର୍ଯ୍ଯ କରିଥିବା ଏସଓପି ମାଧ୍ଯମରେ ଦିନ ଗୋଟାଏରୁ ଏହି କାର୍ଯ୍ଯ କରାଯିବ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେପରି ବାଧା ନଉପୁଯିବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରିଛି । ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ଭକ୍ତମାନେ ମହାପ୍ରସାଦ ପାଇବାରେ କୌଣସି ସମସ୍ୟା ହେବନି । ଆନନ୍ଦ ବଜାରରୁ ମହାପ୍ରସାଦ କିଣିବା ପାଇଁ ଶ୍ରଦ୍ଧାଳୁମାନେ ସିଂହଦ୍ବାରରେ ପ୍ରବେଶ କରି ଉତ୍ତର ଦ୍ବାରରେ ପ୍ରସ୍ଥାନ କରିପାରିବେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

  ଗତ ଜୁଲାଇ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ୧୧ଜଣିଆ ପ୍ରତିନିଧି ଦଳ ଭିତରକୁ ଯାଇଥିଲେ ହେଁ ସିନ୍ଦୁକ ଓ ଆଲମିରା ଖୋଲିନଥିଲେ। ତେଣୁ ଜୁଲାଇ ୧୮ ତାରିଖରେ ପୁନର୍ବାର ଭିତର ରତ୍ନଭଣ୍ଡାର ଖୋଲାଯାଇ ୩ଟି ସିନ୍ଦୁକ ଓ ୪ଟି ଆଲମାରିରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଥିଲା। ଏହା ମଧ୍ୟରେ ତିନିଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ରତ୍ନଭଣ୍ଡାରର ଅଳଙ୍କାର ଖଟଶେଜ ଘର ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇ ସୁରକ୍ଷାବଳୟ ମଧ୍ୟରେ ରଖାଯାଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

23 Aug 2024 By The Sakala

ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ଗୋଟାଏରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ  ସ୍ଥାନାନ୍ତରଣ କରାଯିବ । ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯିବ । ଆଲମିରା, ସିନ୍ଦୁକଗୁଡ଼ିକୁ  ସ୍ଥାନାନ୍ତର କରିବା ପରେ  ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରାଯାଇ ମରାମତି କାର୍ଯ୍ୟ କରାଯିବ । ରାଜ୍ଯସରକାର ଧାର୍ଯ୍ଯ କରିଥିବା ଏସଓପି ମାଧ୍ଯମରେ ଦିନ ଗୋଟାଏରୁ ଏହି କାର୍ଯ୍ଯ କରାଯିବ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେପରି ବାଧା ନଉପୁଯିବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରିଛି । ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ଭକ୍ତମାନେ ମହାପ୍ରସାଦ ପାଇବାରେ କୌଣସି ସମସ୍ୟା ହେବନି । ଆନନ୍ଦ ବଜାରରୁ ମହାପ୍ରସାଦ କିଣିବା ପାଇଁ ଶ୍ରଦ୍ଧାଳୁମାନେ ସିଂହଦ୍ବାରରେ ପ୍ରବେଶ କରି ଉତ୍ତର ଦ୍ବାରରେ ପ୍ରସ୍ଥାନ କରିପାରିବେ।

  ଗତ ଜୁଲାଇ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ୧୧ଜଣିଆ ପ୍ରତିନିଧି ଦଳ ଭିତରକୁ ଯାଇଥିଲେ ହେଁ ସିନ୍ଦୁକ ଓ ଆଲମିରା ଖୋଲିନଥିଲେ। ତେଣୁ ଜୁଲାଇ ୧୮ ତାରିଖରେ ପୁନର୍ବାର ଭିତର ରତ୍ନଭଣ୍ଡାର ଖୋଲାଯାଇ ୩ଟି ସିନ୍ଦୁକ ଓ ୪ଟି ଆଲମାରିରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଥିଲା। ଏହା ମଧ୍ୟରେ ତିନିଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ରତ୍ନଭଣ୍ଡାରର ଅଳଙ୍କାର ଖଟଶେଜ ଘର ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇ ସୁରକ୍ଷାବଳୟ ମଧ୍ୟରେ ରଖାଯାଇଛି।

https://www.thesakala.in/latest-odisha-news/shree-mandir-ratna-bhandar-will-open-today-sindhuka-and-alamira-will-moved/article-34604
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର