ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ; ନିର୍ଘଣ୍ଟ ହେବ କାର୍ତ୍ତିକ ମାସ ବାଳଧୂପ ନୀତି

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଆଜି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ହେବାକୁ ଥିବା ବୈଠକରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତା କରିବେ। ଏଥିରେ ମୁଖ୍ୟତଃ କାର୍ତ୍ତିକ ମାସ ବାଳଧୂପ ନୀତି ନିର୍ଘଣ୍ଟ ହେବ। ଯେ ହେତୁ କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ସମେତ ଭକ୍ତମାନେ ଅଧିକ ସଂଖ୍ୟାରେ ଆସିବେ ତେଣୁ ନୀତିକାନ୍ତି କିପରି ଠିକ୍‌ ଭାବେ ସମ୍ପନ୍ନ ହେବ ତା’ ଉପରେ ଆଲୋଚନା କରାଯାଇ ନିର୍ଘଣ୍ଟ କରାଯିବ। ବ୍ରତଧାରୀମାନେ କିପରି ମହାପ୍ରଭୁଙ୍କୁ ଭଲ […]

ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଆଜି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ହେବାକୁ ଥିବା ବୈଠକରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତା କରିବେ। ଏଥିରେ ମୁଖ୍ୟତଃ କାର୍ତ୍ତିକ ମାସ ବାଳଧୂପ ନୀତି ନିର୍ଘଣ୍ଟ ହେବ। ଯେ ହେତୁ କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ସମେତ ଭକ୍ତମାନେ ଅଧିକ ସଂଖ୍ୟାରେ ଆସିବେ ତେଣୁ ନୀତିକାନ୍ତି କିପରି ଠିକ୍‌ ଭାବେ ସମ୍ପନ୍ନ ହେବ ତା’ ଉପରେ ଆଲୋଚନା କରାଯାଇ ନିର୍ଘଣ୍ଟ କରାଯିବ। ବ୍ରତଧାରୀମାନେ କିପରି ମହାପ୍ରଭୁଙ୍କୁ ଭଲ ଭାବେ ଦର୍ଶନ କରିପାରିବେ, ମହାପ୍ରସାଦ ଠିକ୍‌ ସମୟରେ ବାହାରିବ ସେ ନେଇ ମଧ୍ୟ ଆଲୋଚନା କରାଯାଇପାରେ। ସେହିପରି ଅବଢା ଯୋଜନାରେ ଓବିସିସି ନାଟମଣ୍ଡପରେ ଏସି ଲଗାଇବ। ଏତଦ୍‌ବ୍ୟତୀତ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ମଧ୍ୟ ବୈଠକରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ସରକାରୀ ସ୍କୁଲରେ ପାଠ୍ୟପୁସ୍ତକର ଗୁରୁତର ଅଭାବ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିଜୁ ଛାତ୍ର ଜନତା ଦଳ

08 Oct 2024 By The Sakala

ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ; ନିର୍ଘଣ୍ଟ ହେବ କାର୍ତ୍ତିକ ମାସ ବାଳଧୂପ ନୀତି

ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଆଜି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ହେବାକୁ ଥିବା ବୈଠକରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତା କରିବେ। ଏଥିରେ ମୁଖ୍ୟତଃ କାର୍ତ୍ତିକ ମାସ ବାଳଧୂପ ନୀତି ନିର୍ଘଣ୍ଟ ହେବ। ଯେ ହେତୁ କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ସମେତ ଭକ୍ତମାନେ ଅଧିକ ସଂଖ୍ୟାରେ ଆସିବେ ତେଣୁ ନୀତିକାନ୍ତି କିପରି ଠିକ୍‌ ଭାବେ ସମ୍ପନ୍ନ ହେବ ତା’ ଉପରେ ଆଲୋଚନା କରାଯାଇ ନିର୍ଘଣ୍ଟ କରାଯିବ। ବ୍ରତଧାରୀମାନେ କିପରି ମହାପ୍ରଭୁଙ୍କୁ ଭଲ ଭାବେ ଦର୍ଶନ କରିପାରିବେ, ମହାପ୍ରସାଦ ଠିକ୍‌ ସମୟରେ ବାହାରିବ ସେ ନେଇ ମଧ୍ୟ ଆଲୋଚନା କରାଯାଇପାରେ। ସେହିପରି ଅବଢା ଯୋଜନାରେ ଓବିସିସି ନାଟମଣ୍ଡପରେ ଏସି ଲଗାଇବ। ଏତଦ୍‌ବ୍ୟତୀତ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ମଧ୍ୟ ବୈଠକରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର