ପଦାରେ ପଡ଼ିଲା SI ପରୀକ୍ଷାର ଜାଲିଆତି, ବ୍ରହ୍ମପୁର ପୁଲିସ ଦ୍ବାରା ଶତାଧିକ SI ପରୀକ୍ଷାର୍ଥୀ ଅଟକ !

Deviprasad Mohanty Picture
Published On

ଭୁବନେଶ୍ବର: ପଦାରେ ପଡ଼ିଲା SI ପରୀକ୍ଷାର ଜାଲିଆତି। ବ୍ରହ୍ମପୁର ପୁଲିସ ଦ୍ବାରା ଶତାଧିକ SI ପରୀକ୍ଷାର୍ଥୀ ଅଟକ ସୂଚନା । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ପୁଲିସ ଧରିଥ‌ିବା ସୂଚନା । SI ପରୀକ୍ଷା ଜାଲିଆତି ପାଇଁ ହାଇଦ୍ରାବାଦ ଯାଉଥ‌ିବା ବେଳେ ଧରାପଡ଼ିଲେ । ଓଡ଼ିଶା ପୁଲିସର ସବ୍‌ ଇନ୍ସପେକ୍ଟର ପଦବୀ ପରୀକ୍ଷା ଜାଲିଆତି ପାଇଁ ଯାଉଥିଲେ । ପରୀକ୍ଷା ଦାୟିତ୍ବ ନେଇଥିବା ସଂସ୍ଥା ଜାଲିଆତି କରିବାକୁ ଏମାନଙ୍କୁ ନେଉଥିବା ସୂଚନା । ଶ୍ରୀକାକୁଲମରେ ଧରାପଡ଼ିବା ପରେ ବ୍ରହ୍ମପୁର ଆଣି ପୋଲିସର ପଚରାଉଚରା । ଓଡ଼ିଶା ପୁଲିସ SI ପଦବୀର ବଡ଼ ଜାଲିଆତି ପଦାରେ ପଡ଼ିଥ‌ିବା ଚର୍ଚ୍ଚା । ୧୨୦ ଜଣ ପରୀକ୍ଷାର୍ଥୀଙ୍କୁ ଗୁଇନ୍ଦା ସୂଚନା ଆଧାରରେ ଧରିଲା ବ୍ରହ୍ମପୁର ପୁଲିସ । 

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

30 Sep 2025 By Deviprasad Mohanty

ପଦାରେ ପଡ଼ିଲା SI ପରୀକ୍ଷାର ଜାଲିଆତି, ବ୍ରହ୍ମପୁର ପୁଲିସ ଦ୍ବାରା ଶତାଧିକ SI ପରୀକ୍ଷାର୍ଥୀ ଅଟକ !

ଭୁବନେଶ୍ବର: ପଦାରେ ପଡ଼ିଲା SI ପରୀକ୍ଷାର ଜାଲିଆତି। ବ୍ରହ୍ମପୁର ପୁଲିସ ଦ୍ବାରା ଶତାଧିକ SI ପରୀକ୍ଷାର୍ଥୀ ଅଟକ ସୂଚନା । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ପୁଲିସ ଧରିଥ‌ିବା ସୂଚନା । SI ପରୀକ୍ଷା ଜାଲିଆତି ପାଇଁ ହାଇଦ୍ରାବାଦ ଯାଉଥ‌ିବା ବେଳେ ଧରାପଡ଼ିଲେ । ଓଡ଼ିଶା ପୁଲିସର ସବ୍‌ ଇନ୍ସପେକ୍ଟର ପଦବୀ ପରୀକ୍ଷା ଜାଲିଆତି ପାଇଁ ଯାଉଥିଲେ । ପରୀକ୍ଷା ଦାୟିତ୍ବ ନେଇଥିବା ସଂସ୍ଥା ଜାଲିଆତି କରିବାକୁ ଏମାନଙ୍କୁ ନେଉଥିବା ସୂଚନା । ଶ୍ରୀକାକୁଲମରେ ଧରାପଡ଼ିବା ପରେ ବ୍ରହ୍ମପୁର ଆଣି ପୋଲିସର ପଚରାଉଚରା । ଓଡ଼ିଶା ପୁଲିସ SI ପଦବୀର ବଡ଼ ଜାଲିଆତି ପଦାରେ ପଡ଼ିଥ‌ିବା ଚର୍ଚ୍ଚା । ୧୨୦ ଜଣ ପରୀକ୍ଷାର୍ଥୀଙ୍କୁ ଗୁଇନ୍ଦା ସୂଚନା ଆଧାରରେ ଧରିଲା ବ୍ରହ୍ମପୁର ପୁଲିସ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର