ବୈଷୟିକ ତ୍ରୁଟି ଲାଗି ପୁଣି ଘୁଞ୍ଚିଲା ପୁଲିସ ଏସ୍‌ଆଇ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ବୈଷୟିକ ତ୍ରୁଟି ଲାଗି ପୁଣି ଘୁଞ୍ଚିଲା ପୁଲିସ ସବ ଇନ୍ସପେକ୍ଟର ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ପୁଲିସ ସବ ଇନ୍ସପେକ୍ଟର ( SI) ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗରେ ସେ ଟ୍ବିଟ କରି କହିଛନ୍ତି ଯେ, ଏହା ସଫ୍ଟଓୟାରରେ ତ୍ରୁଟି ‌ପାଇଁ ହୋଇଛି। ପରୀକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ଏକ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି, ବୈଷୟିକ ତ୍ରୁଟି ପାଇଁ କିଛି ଜାଗାରେ ବିଭ୍ରାଟ ଘଟିଥିବା ସୂଚନା […]

ଭୁବନେଶ୍ବର: ବୈଷୟିକ ତ୍ରୁଟି ଲାଗି ପୁଣି ଘୁଞ୍ଚିଲା ପୁଲିସ ସବ ଇନ୍ସପେକ୍ଟର ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ପୁଲିସ ସବ ଇନ୍ସପେକ୍ଟର ( SI) ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗରେ ସେ ଟ୍ବିଟ କରି କହିଛନ୍ତି ଯେ, ଏହା ସଫ୍ଟଓୟାରରେ ତ୍ରୁଟି ‌ପାଇଁ ହୋଇଛି। ପରୀକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ଏକ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି, ବୈଷୟିକ ତ୍ରୁଟି ପାଇଁ କିଛି ଜାଗାରେ ବିଭ୍ରାଟ ଘଟିଥିବା ସୂଚନା ମିଳିଛି। ପ୍ରଶ୍ନପତ୍ର ଠିକ୍ ଭାବେ ଡାଉନଲୋଡ୍ ହୋଇପାରି ନଥିବା ଯୋଗୁ ସିପିଏସଇ-୨୦୧୮ ପରୀକ୍ଷାରେ ଏଭଳି ସମସ୍ୟା ଉପୁଜିଛି। ତେବେ କୌଣସି ପରୀକ୍ଷାର୍ଥୀଙ୍କୁ ପରୀକ୍ଷାରୁ ବଞ୍ଚିତ କରାଯିବ ନାହିଁ। ତେବେ ପରୀକ୍ଷାରେ ଏଭଳି ବିଭ୍ରାଟ ଲାଗି ଅଶାୟୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର