ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କଲେ ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ପୁଅ ସିଦ୍ଧାର୍ଥ

The Sakala Picture
Published On

ଭୁବନେଶ୍ୱର: ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କଲେ ସିଦ୍ଧାର୍ଥ ରାଉତରାୟ । ସାଙ୍ଗରେ ଜାତୀୟ ପତାକା ଓ ଜଗନ୍ନାଥଙ୍କ ଫଟୋ ନେଇ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ ସୃଷ୍ଟି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ । ଆଜି ଭୋର ୪ଟା ୧୫ରେ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ତାଙ୍କ ଲକ୍ଷ୍ୟ ପୂରଣ କରିଥିବା ନେଇ ବାପା ତଥା ବିଧାୟକ ସୁରେଶ ରାଉତରାୟ ଏହି ସୂଚନା ଦେଇଛନ୍ତି । ତେବେ ବର୍ତ୍ତମାନ […]

ଭୁବନେଶ୍ୱର: ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କଲେ ସିଦ୍ଧାର୍ଥ ରାଉତରାୟ । ସାଙ୍ଗରେ ଜାତୀୟ ପତାକା ଓ ଜଗନ୍ନାଥଙ୍କ ଫଟୋ ନେଇ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ ସୃଷ୍ଟି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ । ଆଜି ଭୋର ୪ଟା ୧୫ରେ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ତାଙ୍କ ଲକ୍ଷ୍ୟ ପୂରଣ କରିଥିବା ନେଇ ବାପା ତଥା ବିଧାୟକ ସୁରେଶ ରାଉତରାୟ ଏହି ସୂଚନା ଦେଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ୪୫ ଜଣ ଭାରତୀୟ ଶୀର୍ଷରେ ପହଞ୍ଚିଥିବା ବେଳେ, ସଫଳତାର ପୃଷ୍ଠାରେ ଓଡ଼ିଆ ପୁଅ ସିଦ୍ଧାର୍ଥ ତାଙ୍କ ନାଁ ଯୋଡ଼ିଛନ୍ତି । ଏହି ଲକ୍ଷ୍ୟ ପୂରଣ ପୂର୍ବରୁ ସିଦ୍ଧାର୍ଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ସଫଳତା କାମନା କରିଥିଲେ ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

15 May 2022 By The Sakala

ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କଲେ ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ପୁଅ ସିଦ୍ଧାର୍ଥ

ଭୁବନେଶ୍ୱର: ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କଲେ ସିଦ୍ଧାର୍ଥ ରାଉତରାୟ । ସାଙ୍ଗରେ ଜାତୀୟ ପତାକା ଓ ଜଗନ୍ନାଥଙ୍କ ଫଟୋ ନେଇ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ ସୃଷ୍ଟି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ । ଆଜି ଭୋର ୪ଟା ୧୫ରେ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ତାଙ୍କ ଲକ୍ଷ୍ୟ ପୂରଣ କରିଥିବା ନେଇ ବାପା ତଥା ବିଧାୟକ ସୁରେଶ ରାଉତରାୟ ଏହି ସୂଚନା ଦେଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ୪୫ ଜଣ ଭାରତୀୟ ଶୀର୍ଷରେ ପହଞ୍ଚିଥିବା ବେଳେ, ସଫଳତାର ପୃଷ୍ଠାରେ ଓଡ଼ିଆ ପୁଅ ସିଦ୍ଧାର୍ଥ ତାଙ୍କ ନାଁ ଯୋଡ଼ିଛନ୍ତି । ଏହି ଲକ୍ଷ୍ୟ ପୂରଣ ପୂର୍ବରୁ ସିଦ୍ଧାର୍ଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ସଫଳତା କାମନା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର