ଗିରଫ ଭୟରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ, ଜାମିନ ପାଇଁ ଆଗୁଆ କଲେ ଆବେଦନ

The Sakala Picture
Published On

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଆଗୁଆ ଜାମିନ ଆବେଦନ କଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ । କଟକ ମହିଳା ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆଜି ସୌରିନ ହାଇକୋର୍ଟରେ ଆବେଦନ ଦାୟର କରିଛନ୍ତି। ସେ ନିର୍ଦ୍ଦୋଷ ଓ ତାଙ୍କ ବିରୋଧରେ ଥିବା ଅଭିଯୋଗ ଭିତ୍ତିହୀନ ଓ ଉଦ୍ଦେଶ୍ୟମୂଳକ ବୋଲି ଆବେଦନରେ ଦର୍ଶାଇ ସୌରିନ ଆଗୁଆ ଜାମିନ ପ୍ରଦାନ ପାଇଁ ପ୍ରାର୍ଥନା କରିଛନ୍ତି। ସୂଚନାଯୋଗ୍ୟ, ବିହାରର ପ୍ରଲୋଭନ ଦେଖାଇ ଏବଂ ପ୍ରତିଶ୍ରୁତି ଦେଇ ପ୍ରତାରଣା […]

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଆଗୁଆ ଜାମିନ ଆବେଦନ କଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ । କଟକ ମହିଳା ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆଜି ସୌରିନ ହାଇକୋର୍ଟରେ ଆବେଦନ ଦାୟର କରିଛନ୍ତି। ସେ ନିର୍ଦ୍ଦୋଷ ଓ ତାଙ୍କ ବିରୋଧରେ ଥିବା ଅଭିଯୋଗ ଭିତ୍ତିହୀନ ଓ ଉଦ୍ଦେଶ୍ୟମୂଳକ ବୋଲି ଆବେଦନରେ ଦର୍ଶାଇ ସୌରିନ ଆଗୁଆ ଜାମିନ ପ୍ରଦାନ ପାଇଁ ପ୍ରାର୍ଥନା କରିଛନ୍ତି।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

ସୂଚନାଯୋଗ୍ୟ, ବିହାରର ପ୍ରଲୋଭନ ଦେଖାଇ ଏବଂ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା, ନିର୍ଯାତନା ଦେବା ଓ ଶୋଷଣ କରିବା ନେଇ ସୌରିନ ଭଟ୍ଟଙ୍କ ବିରୋଧରେ ଜଣେ ଓଡ଼ିଆ ଗାୟିକା କଟକ ମହିଳା ଥାନାରେ ଏତଲା ଦେଇଥିଲେ। ଏହା ପରଠୁ ପୋଲିସ ପକ୍ଷରୁ ସୌରିନଙ୍କ ଗିରଫ ପାଇଁ ଉଦ୍ୟମ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ପୁଲିସ ଏକ ମାମଲା ରୁଜୁ କରି ଗଲା ୨୧ ତାରିଖରେ କଲିକତା ସହରର ବାଲିଗଙ୍ଗ ଥାନା ଅଞ୍ଚଳରେ ଥିବା ସୌରିନଙ୍କ ଘରେ ଚଢ଼ଉ କରିଥିଲା। ସେଠାରେ ସୌରିନ୍ ଗଲା ୭ ଦିନ ହେବ ଅନୁପସ୍ଥିତ ଥିବା ପରିବାର ଲୋକେ ପୁଲିସକୁ ସୂଚନା ଦେଇଥିଲେ। ସେ ଦିଲ୍ଲୀରେ ରହୁଥିବା କୁହାଯାଇଥିଲା। କିନ୍ତୁ ତାଙ୍କ ମୋବାଇଲ୍ ଫୋନ୍ ସୁଇଚ୍ ଅଫ୍ ଥିବାରୁ ପୁଲିସ ତାଙ୍କ ସହିତ ଯୋଗାଯୋଗ କରି ପାରି ନଥିଲା।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

26 Jun 2023 By The Sakala

ଗିରଫ ଭୟରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ, ଜାମିନ ପାଇଁ ଆଗୁଆ କଲେ ଆବେଦନ

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଆଗୁଆ ଜାମିନ ଆବେଦନ କଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ । କଟକ ମହିଳା ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆଜି ସୌରିନ ହାଇକୋର୍ଟରେ ଆବେଦନ ଦାୟର କରିଛନ୍ତି। ସେ ନିର୍ଦ୍ଦୋଷ ଓ ତାଙ୍କ ବିରୋଧରେ ଥିବା ଅଭିଯୋଗ ଭିତ୍ତିହୀନ ଓ ଉଦ୍ଦେଶ୍ୟମୂଳକ ବୋଲି ଆବେଦନରେ ଦର୍ଶାଇ ସୌରିନ ଆଗୁଆ ଜାମିନ ପ୍ରଦାନ ପାଇଁ ପ୍ରାର୍ଥନା କରିଛନ୍ତି।

ସୂଚନାଯୋଗ୍ୟ, ବିହାରର ପ୍ରଲୋଭନ ଦେଖାଇ ଏବଂ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା, ନିର୍ଯାତନା ଦେବା ଓ ଶୋଷଣ କରିବା ନେଇ ସୌରିନ ଭଟ୍ଟଙ୍କ ବିରୋଧରେ ଜଣେ ଓଡ଼ିଆ ଗାୟିକା କଟକ ମହିଳା ଥାନାରେ ଏତଲା ଦେଇଥିଲେ। ଏହା ପରଠୁ ପୋଲିସ ପକ୍ଷରୁ ସୌରିନଙ୍କ ଗିରଫ ପାଇଁ ଉଦ୍ୟମ ଜାରି ରହିଛି।

ପୁଲିସ ଏକ ମାମଲା ରୁଜୁ କରି ଗଲା ୨୧ ତାରିଖରେ କଲିକତା ସହରର ବାଲିଗଙ୍ଗ ଥାନା ଅଞ୍ଚଳରେ ଥିବା ସୌରିନଙ୍କ ଘରେ ଚଢ଼ଉ କରିଥିଲା। ସେଠାରେ ସୌରିନ୍ ଗଲା ୭ ଦିନ ହେବ ଅନୁପସ୍ଥିତ ଥିବା ପରିବାର ଲୋକେ ପୁଲିସକୁ ସୂଚନା ଦେଇଥିଲେ। ସେ ଦିଲ୍ଲୀରେ ରହୁଥିବା କୁହାଯାଇଥିଲା। କିନ୍ତୁ ତାଙ୍କ ମୋବାଇଲ୍ ଫୋନ୍ ସୁଇଚ୍ ଅଫ୍ ଥିବାରୁ ପୁଲିସ ତାଙ୍କ ସହିତ ଯୋଗାଯୋଗ କରି ପାରି ନଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର