ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ: ବିଏମସି କମିଶନର

The Sakala Picture
Published On

ଭୁବନେଶ୍ବର: ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ। ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ କାମ। ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ BMC ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ଅଛି। ଏହା ଭିତରୁ ୨୭ କିଲୋମିଟର ମୁକୁଳା ଡ୍ରେନ ରହିଛି । ସବୁ ମୁକୁଳା ଡ୍ରେନ ଚିହ୍ନଟ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ସ୍ଲାବ୍ କାମ ସରିବ । କିଛି ସ୍ଥାନରେ ଡ୍ରେନ ଉପରେ ଜବରଦଖଲ ରହିଛି […]

ଭୁବନେଶ୍ବର: ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ। ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ କାମ। ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ BMC ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ଅଛି। ଏହା ଭିତରୁ ୨୭ କିଲୋମିଟର ମୁକୁଳା ଡ୍ରେନ ରହିଛି । ସବୁ ମୁକୁଳା ଡ୍ରେନ ଚିହ୍ନଟ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ସ୍ଲାବ୍ କାମ ସରିବ । କିଛି ସ୍ଥାନରେ ଡ୍ରେନ ଉପରେ ଜବରଦଖଲ ରହିଛି । ବିଭିନ୍ନ ବିଭାଗ ସହ ସମନ୍ଵୟ ବୈଠକ କରାଯାଇ ଜବରଦଖଲ ଉଛେଦ ପାଇଁ ପଦକ୍ଷେପ ନିଆଯାଉଛି । ବ୍ୟାରିକେଡ଼ ପାଇଁ ୩୪ଟି ସ୍ଥାନ ଚିହ୍ନଟ ହୋଇଛି । ସପ୍ତାହକ ଭିତରେ ଏସବୁ ସ୍ଥାନରେ ବ୍ୟାରିକେଡ଼ ଲାଗିବ ବୋଲି ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ କହିଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

25 Jun 2024 By The Sakala

ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ: ବିଏମସି କମିଶନର

ଭୁବନେଶ୍ବର: ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ। ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ କାମ। ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ BMC ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ଅଛି। ଏହା ଭିତରୁ ୨୭ କିଲୋମିଟର ମୁକୁଳା ଡ୍ରେନ ରହିଛି । ସବୁ ମୁକୁଳା ଡ୍ରେନ ଚିହ୍ନଟ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ସ୍ଲାବ୍ କାମ ସରିବ । କିଛି ସ୍ଥାନରେ ଡ୍ରେନ ଉପରେ ଜବରଦଖଲ ରହିଛି । ବିଭିନ୍ନ ବିଭାଗ ସହ ସମନ୍ଵୟ ବୈଠକ କରାଯାଇ ଜବରଦଖଲ ଉଛେଦ ପାଇଁ ପଦକ୍ଷେପ ନିଆଯାଉଛି । ବ୍ୟାରିକେଡ଼ ପାଇଁ ୩୪ଟି ସ୍ଥାନ ଚିହ୍ନଟ ହୋଇଛି । ସପ୍ତାହକ ଭିତରେ ଏସବୁ ସ୍ଥାନରେ ବ୍ୟାରିକେଡ଼ ଲାଗିବ ବୋଲି ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ କହିଛନ୍ତି।

https://www.thesakala.in/latest-odisha-news/slab-to-fall-on-open-drain-within-a-month-bmc-commissioner/article-33171
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର