ବନ୍ଦ ହେବ ମୁକୁଳା ଡ୍ରେନ୍, ୩୦୦ କୋଟି ଟଙ୍କା ବ୍ୟୟ ବରାଦ

The Sakala Picture
Published On

ଭୁବନେଶ୍ୱର: କଟକ-ଭୁବେନଶ୍ବର ସମେତ ରାଜ୍ୟର ସବୁ ଜିଲ୍ଲାରେ ମୁକୁଳା ପଡ଼ିଥିବା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ଏହାସହ ଡ୍ରେନଗୁଡ଼ିକର ଡିଜାଇନ ମଧ୍ୟ ବଦଳାଯିବ । ଆଜି ବିଧାନସଭାରେ ନଗର ଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି । ଏଥିଲାଗି ୩ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସହରାଞ୍ଚଳରେ ବନ୍ୟା ସ୍ଥିତି ନେଇ ଆଜି ବିଧାନସଭାରରେ ନଗର ଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି […]

ଭୁବନେଶ୍ୱର: କଟକ-ଭୁବେନଶ୍ବର ସମେତ ରାଜ୍ୟର ସବୁ ଜିଲ୍ଲାରେ ମୁକୁଳା ପଡ଼ିଥିବା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ଏହାସହ ଡ୍ରେନଗୁଡ଼ିକର ଡିଜାଇନ ମଧ୍ୟ ବଦଳାଯିବ । ଆଜି ବିଧାନସଭାରେ ନଗର ଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି । ଏଥିଲାଗି ୩ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସହରାଞ୍ଚଳରେ ବନ୍ୟା ସ୍ଥିତି ନେଇ ଆଜି ବିଧାନସଭାରରେ ନଗର ଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱରରେ ଥିବା ଖୋଲା ଡ୍ରେନଗୁଡ଼ିକ ସହ ରାଜ୍ୟର ସମସ୍ତ ଜିଲ୍ଲାରେ ଥିବା ମୁକୁଳା ଡ୍ରେନ୍‌ରେ ସ୍ଲାବ୍‌ ପଡିବ। ଡ୍ରେନେଜ୍‌ ସମସ୍ୟା ସମାଧାନ ପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ବୈଠକ ପରେ ଗୃହ କମିଟି ଅଧ୍ୟକ୍ଷ ପ୍ରଫୁଲ୍ଲ ସାମଲ ପ୍ରତିକ୍ରିୟା ରଖି କହିଛନ୍ତି।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ଆଜି ବୈଠକରେ ଭୁବନେଶ୍ୱର ସହ ଅନ୍ୟ ସହରର ଡ୍ରେନେଜ୍‌ ସମସ୍ୟା ନେଇ ଆଲୋଚନା ହୋଇଥିଲା। ଡ୍ରେନେଜ ଓ ସ୍ୱରେଜ ସମସ୍ୟା ସମାଧାନ ନେଇ କଥାବାର୍ତ୍ତା ହୋଇଥିଲା। ଲୋକମାନେ ଡ୍ରେନ୍‌ ଉପରେ ଜବରଦଖଲ କରୁଥିବାରୁ ସମସ୍ୟା ଉପୁଜୁଛି। ଏନେଇ ଆସନ୍ତା ୫ ତାରିଖରେ ଆଉ ଏକ ବୈଠକ ବସି ନିଷ୍ପତ୍ତି ନିଆଯିବ। ତେବେ ଆଜିର ବୈଠକରେ ନଗର ଉନ୍ନୟନ ସଚିବ ଜି. ମାଥିଭାତନ , ବିଧାୟକ ଅମର ଶତପଥୀ ଏବଂ ମହମ୍ମଦ ମୋକ୍କିମ ମଧ୍ୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

21 Sep 2021 By The Sakala

ବନ୍ଦ ହେବ ମୁକୁଳା ଡ୍ରେନ୍, ୩୦୦ କୋଟି ଟଙ୍କା ବ୍ୟୟ ବରାଦ

ଭୁବନେଶ୍ୱର: କଟକ-ଭୁବେନଶ୍ବର ସମେତ ରାଜ୍ୟର ସବୁ ଜିଲ୍ଲାରେ ମୁକୁଳା ପଡ଼ିଥିବା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ଏହାସହ ଡ୍ରେନଗୁଡ଼ିକର ଡିଜାଇନ ମଧ୍ୟ ବଦଳାଯିବ । ଆଜି ବିଧାନସଭାରେ ନଗର ଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି । ଏଥିଲାଗି ୩ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସହରାଞ୍ଚଳରେ ବନ୍ୟା ସ୍ଥିତି ନେଇ ଆଜି ବିଧାନସଭାରରେ ନଗର ଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱରରେ ଥିବା ଖୋଲା ଡ୍ରେନଗୁଡ଼ିକ ସହ ରାଜ୍ୟର ସମସ୍ତ ଜିଲ୍ଲାରେ ଥିବା ମୁକୁଳା ଡ୍ରେନ୍‌ରେ ସ୍ଲାବ୍‌ ପଡିବ। ଡ୍ରେନେଜ୍‌ ସମସ୍ୟା ସମାଧାନ ପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ବୈଠକ ପରେ ଗୃହ କମିଟି ଅଧ୍ୟକ୍ଷ ପ୍ରଫୁଲ୍ଲ ସାମଲ ପ୍ରତିକ୍ରିୟା ରଖି କହିଛନ୍ତି।

ଆଜି ବୈଠକରେ ଭୁବନେଶ୍ୱର ସହ ଅନ୍ୟ ସହରର ଡ୍ରେନେଜ୍‌ ସମସ୍ୟା ନେଇ ଆଲୋଚନା ହୋଇଥିଲା। ଡ୍ରେନେଜ ଓ ସ୍ୱରେଜ ସମସ୍ୟା ସମାଧାନ ନେଇ କଥାବାର୍ତ୍ତା ହୋଇଥିଲା। ଲୋକମାନେ ଡ୍ରେନ୍‌ ଉପରେ ଜବରଦଖଲ କରୁଥିବାରୁ ସମସ୍ୟା ଉପୁଜୁଛି। ଏନେଇ ଆସନ୍ତା ୫ ତାରିଖରେ ଆଉ ଏକ ବୈଠକ ବସି ନିଷ୍ପତ୍ତି ନିଆଯିବ। ତେବେ ଆଜିର ବୈଠକରେ ନଗର ଉନ୍ନୟନ ସଚିବ ଜି. ମାଥିଭାତନ , ବିଧାୟକ ଅମର ଶତପଥୀ ଏବଂ ମହମ୍ମଦ ମୋକ୍କିମ ମଧ୍ୟ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର