ଆଇଏଏସ୍‌ ସ୍ତରରେ ଅଦବଦଳ, ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ

The Sakala Picture
Published On

ଭୁବନେଶ୍ବର: ଆଇଏଏସ୍‌ ସ୍ତରରେ ଅଦବଦଳ । ସଚିବ ସ୍ତରରେ ୫ ଜଣ ଅଫିସରଙ୍କ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି । ଅରିନ୍ଦମଙ୍କୁ ପୌର ପ୍ରଶାସନରେ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ପ୍ରେମଚନ୍ଦ୍ର ଚୌଧରୀଙ୍କୁ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦେଶକ ଭାବେ ବଦଳି କରାଯାଇଛି। ଭୂପେନ୍ଦ୍ର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ତେମଜେନୱାପାଙ୍ଗଙ୍କୁ ଯୋଜନା ଓ ସମନ୍ବୟ ବିଭାଗର ସ୍ୱତନ୍ତ୍ର […]

ଭୁବନେଶ୍ବର: ଆଇଏଏସ୍‌ ସ୍ତରରେ ଅଦବଦଳ । ସଚିବ ସ୍ତରରେ ୫ ଜଣ ଅଫିସରଙ୍କ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି । ଅରିନ୍ଦମଙ୍କୁ ପୌର ପ୍ରଶାସନରେ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ପ୍ରେମଚନ୍ଦ୍ର ଚୌଧରୀଙ୍କୁ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦେଶକ ଭାବେ ବଦଳି କରାଯାଇଛି। ଭୂପେନ୍ଦ୍ର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ତେମଜେନୱାପାଙ୍ଗଙ୍କୁ ଯୋଜନା ଓ ସମନ୍ବୟ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ବ ପ୍ରଦାନ କରାଯାଇଛି। ଏନ୍‌.ବି.ଏସ୍‌ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

02 Jan 2025 By The Sakala

ଆଇଏଏସ୍‌ ସ୍ତରରେ ଅଦବଦଳ, ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ

ଭୁବନେଶ୍ବର: ଆଇଏଏସ୍‌ ସ୍ତରରେ ଅଦବଦଳ । ସଚିବ ସ୍ତରରେ ୫ ଜଣ ଅଫିସରଙ୍କ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି । ଅରିନ୍ଦମଙ୍କୁ ପୌର ପ୍ରଶାସନରେ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ପ୍ରେମଚନ୍ଦ୍ର ଚୌଧରୀଙ୍କୁ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦେଶକ ଭାବେ ବଦଳି କରାଯାଇଛି। ଭୂପେନ୍ଦ୍ର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ତେମଜେନୱାପାଙ୍ଗଙ୍କୁ ଯୋଜନା ଓ ସମନ୍ବୟ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ବ ପ୍ରଦାନ କରାଯାଇଛି। ଏନ୍‌.ବି.ଏସ୍‌ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

https://www.thesakala.in/latest-odisha-news/small-changes-ias-level-reshuffle-in-odisha/article-37699
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର