ରାଜଧାନୀକୁ ପୁଣି ଫେରିବ କଣ୍ଟେନମେଣ୍ଟ ଜୋନ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୮ହଜାର ପାର୍‌ କରିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ଯା ମଧ୍ଯ ବଢିବାରେ ଲାଗିଛି। ତେବେ ଆଜି ଖୋର୍ଦ୍ଧାରୁ ୧୮୪୦ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ପାଇଁ ଚିନ୍ତାର ବିଷୟ ପାଲଟିଛି। ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଖୁବଶୀଘ୍ର ଆରମ୍ଭ ହେବ କଣ୍ଟେନମେଣ୍ଟ । ଯେଉଁ ଅଞ୍ଚଳରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିଭଳି ଅଞ୍ଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଅଧିକ ସ୍କ୍ୱାର୍ଡ […]

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୮ହଜାର ପାର୍‌ କରିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ଯା ମଧ୍ଯ ବଢିବାରେ ଲାଗିଛି। ତେବେ ଆଜି ଖୋର୍ଦ୍ଧାରୁ ୧୮୪୦ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ପାଇଁ ଚିନ୍ତାର ବିଷୟ ପାଲଟିଛି। ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଖୁବଶୀଘ୍ର ଆରମ୍ଭ ହେବ କଣ୍ଟେନମେଣ୍ଟ । ଯେଉଁ ଅଞ୍ଚଳରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିଭଳି ଅଞ୍ଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଅଧିକ ସ୍କ୍ୱାର୍ଡ ଗଠନ ସହ ଏନ୍ଫୋର୍ସମେଣ୍ଟକୁ କଡାକଡି କରାଯିବ ବୋଲି ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

କ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ତ୍ୱରାନ୍ୱିତ କରାଯାଇଛି । ଟେଷ୍ଟିଂ ବୃଦ୍ଧି ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବିଏମସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ସଟଡାଉନ କଥା ମଧ୍ୟ ଆଲୋଚନା ହେଉଛି । କିଛି ନିଷ୍ପତ୍ତି ହୋଇନି ତଥାପି କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ହେବ । କୋଭିଡ ସଚେତକଙ୍କୁ ସକ୍ରିୟ ସହ ଜନସମ୍ପର୍କ ଅଭିଯାନକୁ ତ୍ୱରାନ୍ୱିତ କରାଯାଇଛି । ସପ୍ତାହନ୍ତ ସଟଡାଉନ ପୂର୍ବଦିନ ଓ ପରଦିନ ଅର୍ଥାତ ଶୁକ୍ରବାର ଓ ସୋମବାର ଲୋକେ କଟକଣା ଖିଲାପ କରୁଛନ୍ତି । ସେମାନଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ହେବ ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନ॥

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

28 Apr 2021 By The Sakala

ରାଜଧାନୀକୁ ପୁଣି ଫେରିବ କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୮ହଜାର ପାର୍‌ କରିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ଯା ମଧ୍ଯ ବଢିବାରେ ଲାଗିଛି। ତେବେ ଆଜି ଖୋର୍ଦ୍ଧାରୁ ୧୮୪୦ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ପାଇଁ ଚିନ୍ତାର ବିଷୟ ପାଲଟିଛି। ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଖୁବଶୀଘ୍ର ଆରମ୍ଭ ହେବ କଣ୍ଟେନମେଣ୍ଟ । ଯେଉଁ ଅଞ୍ଚଳରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିଭଳି ଅଞ୍ଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଅଧିକ ସ୍କ୍ୱାର୍ଡ ଗଠନ ସହ ଏନ୍ଫୋର୍ସମେଣ୍ଟକୁ କଡାକଡି କରାଯିବ ବୋଲି ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି।

କ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ତ୍ୱରାନ୍ୱିତ କରାଯାଇଛି । ଟେଷ୍ଟିଂ ବୃଦ୍ଧି ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବିଏମସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ସଟଡାଉନ କଥା ମଧ୍ୟ ଆଲୋଚନା ହେଉଛି । କିଛି ନିଷ୍ପତ୍ତି ହୋଇନି ତଥାପି କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ହେବ । କୋଭିଡ ସଚେତକଙ୍କୁ ସକ୍ରିୟ ସହ ଜନସମ୍ପର୍କ ଅଭିଯାନକୁ ତ୍ୱରାନ୍ୱିତ କରାଯାଇଛି । ସପ୍ତାହନ୍ତ ସଟଡାଉନ ପୂର୍ବଦିନ ଓ ପରଦିନ ଅର୍ଥାତ ଶୁକ୍ରବାର ଓ ସୋମବାର ଲୋକେ କଟକଣା ଖିଲାପ କରୁଛନ୍ତି । ସେମାନଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ହେବ ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନ॥

https://www.thesakala.in/latest-odisha-news/some-area-as-containment-zone-after-covid-case/article-1872
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର