ରାଜଧାନୀରେ ଚାଞ୍ଚଲ୍ୟ: ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ, ପାରିବାରିକ କଳହ ସନ୍ଦେହ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ମଞ୍ଚନାଥ ବିହାରରୁ ଆସିଛି ଏହି ଅଭିଯୋଗ । ମୃତକ ହେଉଛନ୍ତି କଣ୍ଟ୍ରାକ୍ଟର କେ ବିଶ୍ବନାଥ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ମିଳିବା ପରେ ତଦନ୍ତ ଆରମ୍ଭ କରିଛି କମିଶନରେଟ୍ ପୋଲିସ । ମଞ୍ଚେଶ୍ବର ଥାନା ପୋଲିସ ସହ ସାଇଣ୍ଟିଫିକ ଟିମ ମଧ୍ୟ ତଦନ୍ତ କରୁଛି । ପାରିବାରିକ କଳହ ଯୋଗୁ ହତ୍ୟା କାଣ୍ଡ ହୋଇଥିବା ସନ୍ଦେହ। ହତ୍ୟାକାରୀ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ତେବେ କାହିଁକି ଏଭଳି ନୃଶଂସ ହତ୍ୟାକାଣ୍ଡ ଭିଆଇଲା ତାହାକୁ ନେଇ ଛାନ୍‌ଭିନ୍ ଚାଲିଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

28 Jul 2026 By Madhusudan Das

ରାଜଧାନୀରେ ଚାଞ୍ଚଲ୍ୟ: ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ, ପାରିବାରିକ କଳହ ସନ୍ଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ମଞ୍ଚନାଥ ବିହାରରୁ ଆସିଛି ଏହି ଅଭିଯୋଗ । ମୃତକ ହେଉଛନ୍ତି କଣ୍ଟ୍ରାକ୍ଟର କେ ବିଶ୍ବନାଥ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ମିଳିବା ପରେ ତଦନ୍ତ ଆରମ୍ଭ କରିଛି କମିଶନରେଟ୍ ପୋଲିସ । ମଞ୍ଚେଶ୍ବର ଥାନା ପୋଲିସ ସହ ସାଇଣ୍ଟିଫିକ ଟିମ ମଧ୍ୟ ତଦନ୍ତ କରୁଛି । ପାରିବାରିକ କଳହ ଯୋଗୁ ହତ୍ୟା କାଣ୍ଡ ହୋଇଥିବା ସନ୍ଦେହ। ହତ୍ୟାକାରୀ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ତେବେ କାହିଁକି ଏଭଳି ନୃଶଂସ ହତ୍ୟାକାଣ୍ଡ ଭିଆଇଲା ତାହାକୁ ନେଇ ଛାନ୍‌ଭିନ୍ ଚାଲିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର