ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ଆସନ୍ତାକାଲି ବିଜେଡ଼ିର ବାଲେଶ୍ବର ବନ୍ଦ ଡାକରା

The Sakala Picture
Published On

ଭୁବନେଶ୍ବର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା।  ଆସନ୍ତାକାଲି ବିଜେଡ଼ିର ବନ୍ଦ ଡାକରା। ସକାଳ ୬ଟାରୁ ଅପରାହ୍ନ ୨ ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ବନ୍ଦ ରହିବ। ସୌମ୍ୟାଶ୍ରୀ ମୃତ୍ୟୁ ପାଇଁ ଦାୟୀ ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ବନ୍ଦ କରିବ ଦଳ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା। ସୂଚନାଯୋଗ୍ୟ, କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ଶନିବାର ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ […]

ଭୁବନେଶ୍ବର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା।  ଆସନ୍ତାକାଲି ବିଜେଡ଼ିର ବନ୍ଦ ଡାକରା। ସକାଳ ୬ଟାରୁ ଅପରାହ୍ନ ୨ ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ବନ୍ଦ ରହିବ। ସୌମ୍ୟାଶ୍ରୀ ମୃତ୍ୟୁ ପାଇଁ ଦାୟୀ ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ବନ୍ଦ କରିବ ଦଳ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ସୂଚନାଯୋଗ୍ୟ, କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ଶନିବାର ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା । ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ୬୦ ଘଣ୍ଟା ଧରି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳଙ୍କ ସହାୟତାରେ ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

15 Jul 2025 By The Sakala

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ଆସନ୍ତାକାଲି ବିଜେଡ଼ିର ବାଲେଶ୍ବର ବନ୍ଦ ଡାକରା

ଭୁବନେଶ୍ବର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା।  ଆସନ୍ତାକାଲି ବିଜେଡ଼ିର ବନ୍ଦ ଡାକରା। ସକାଳ ୬ଟାରୁ ଅପରାହ୍ନ ୨ ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ବନ୍ଦ ରହିବ। ସୌମ୍ୟାଶ୍ରୀ ମୃତ୍ୟୁ ପାଇଁ ଦାୟୀ ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ବନ୍ଦ କରିବ ଦଳ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା।

ସୂଚନାଯୋଗ୍ୟ, କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ଶନିବାର ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା । ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ୬୦ ଘଣ୍ଟା ଧରି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳଙ୍କ ସହାୟତାରେ ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର