ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ…

The Sakala Picture
Published On

ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୋମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଘଟଣାକୁ ନେଇ UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରାଯାଇଛି। ପ୍ରଫେସର ରାଜ ମିତ୍ତଲଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି। ଏହି ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି। ସମସ୍ତ […]

ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୋମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଘଟଣାକୁ ନେଇ UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରାଯାଇଛି। ପ୍ରଫେସର ରାଜ ମିତ୍ତଲଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି। ଏହି ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି। ସମସ୍ତ ଦିଗକୁ ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବ କମିଟି। ୭ ଦିନ ଭିତରେ ୟୁଜିସି ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

15 Jul 2025 By The Sakala

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ…

ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୋମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଘଟଣାକୁ ନେଇ UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରାଯାଇଛି। ପ୍ରଫେସର ରାଜ ମିତ୍ତଲଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି। ଏହି ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି। ସମସ୍ତ ଦିଗକୁ ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବ କମିଟି। ୭ ଦିନ ଭିତରେ ୟୁଜିସି ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର