ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୪୮ ଘଣ୍ଟା ଭିତରେ ସାରା ଓଡ଼ିଶାରେ ସକ୍ରିୟ ହେବ। ଏନେଇ ଅନୁକୂଳ ପରିବେଶ ରହିଛି । ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏବର୍ଷ ଆକଳନ ଅନୁସାରେ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ କରିଛି। ଏହାର ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜିଠାରୁ ରାଜ୍ୟରେ […]

ଭୁବନେଶ୍ବର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୪୮ ଘଣ୍ଟା ଭିତରେ ସାରା ଓଡ଼ିଶାରେ ସକ୍ରିୟ ହେବ। ଏନେଇ ଅନୁକୂଳ ପରିବେଶ ରହିଛି । ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏବର୍ଷ ଆକଳନ ଅନୁସାରେ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ କରିଛି। ଏହାର ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜିଠାରୁ ରାଜ୍ୟରେ ବର୍ଷା ହେବ । ଆଗାମୀ ପାଞ୍ଚ ଦିନ ଅର୍ଥାତ ୧୪ ତାରିଖ ଯାଏ ବର୍ଷା ଲାଗି ରହିବ। ଏଥିପାଇଁ ବିଭିନ୍ନ ଜିଲ୍ଲାରୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ


ଆସନ୍ତା ୪୮ ଘଣ୍ଟା ଭିତରେ ମୌସୁମୀ ବାୟୁ ଗୁଜରାଟ, ମଧ୍ୟପ୍ରଦେଶ, ଛତିଶଗଡ଼ର କିଛି ଅଞ୍ଚଳ, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ସକ୍ରିୟ ରହିବ। ଏହାର ପ୍ରଭାବରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର