ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

The Sakala Picture
Published On

ଭୁବନେଶ୍ବର: ଏଥର ଆଗୁଆ ପହଞ୍ଚିବ ମୌସୁମୀ । ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଉପକୂଳ ଛୁଇଁବା ପାଇଁ ପାଣିପାଗ ଅନୁକୂଳ ରହିଛି । ମୌସୁମୀ କେରଳ ଛୁଇଁବାର ୨-୩ ଦିନରେ ଅଧିକ ଅଞ୍ଚଳକୁ ଅଗ୍ରସର ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାଧାରଣତଃ ଜୁନ ୧ରେ କେରଳ ଛୁଇଁଥାଏ । ତେବେ ଚଳିତ ଥର ମୌସୁମୀ ଅଗ୍ରସର ହେବା ପାଇଁ ସ୍ଥିତି ଅନୁକୂଳ ରହିଥିବାରୁ […]

ଭୁବନେଶ୍ବର: ଏଥର ଆଗୁଆ ପହଞ୍ଚିବ ମୌସୁମୀ । ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଉପକୂଳ ଛୁଇଁବା ପାଇଁ ପାଣିପାଗ ଅନୁକୂଳ ରହିଛି । ମୌସୁମୀ କେରଳ ଛୁଇଁବାର ୨-୩ ଦିନରେ ଅଧିକ ଅଞ୍ଚଳକୁ ଅଗ୍ରସର ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାଧାରଣତଃ ଜୁନ ୧ରେ କେରଳ ଛୁଇଁଥାଏ । ତେବେ ଚଳିତ ଥର ମୌସୁମୀ ଅଗ୍ରସର ହେବା ପାଇଁ ସ୍ଥିତି ଅନୁକୂଳ ରହିଥିବାରୁ ଧାର୍ଯ୍ୟ ସମୟର ପୂର୍ବରୁ ପହଞ୍ଚିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ସେପଟେ ଏକା ସାଙ୍ଗରେ ଆସୁଛି ୨ଟି ଲଘୁଚାପ । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ମେ’ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

20 May 2025 By The Sakala

ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ଏଥର ଆଗୁଆ ପହଞ୍ଚିବ ମୌସୁମୀ । ଆଗାମୀ ୪ରୁ ୫ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଉପକୂଳ ଛୁଇଁବା ପାଇଁ ପାଣିପାଗ ଅନୁକୂଳ ରହିଛି । ମୌସୁମୀ କେରଳ ଛୁଇଁବାର ୨-୩ ଦିନରେ ଅଧିକ ଅଞ୍ଚଳକୁ ଅଗ୍ରସର ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାଧାରଣତଃ ଜୁନ ୧ରେ କେରଳ ଛୁଇଁଥାଏ । ତେବେ ଚଳିତ ଥର ମୌସୁମୀ ଅଗ୍ରସର ହେବା ପାଇଁ ସ୍ଥିତି ଅନୁକୂଳ ରହିଥିବାରୁ ଧାର୍ଯ୍ୟ ସମୟର ପୂର୍ବରୁ ପହଞ୍ଚିବା ସମ୍ଭାବନା ରହିଛି ।

ସେପଟେ ଏକା ସାଙ୍ଗରେ ଆସୁଛି ୨ଟି ଲଘୁଚାପ । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ମେ’ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର